ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରିରେ ପୁଣି ପ୍ଲାଷ୍ଟିକ୍ ଅଣ୍ଡା ବିକ୍ରି ହେଉଥିବା ଅଭିଯୋଗ ହୋଇଛି। ଗତକାଲି ସଦର ମହକୁମାର ବସ୍ଷ୍ଟାଣ୍ଡ ନିକଟରେ ଥିବା ଦୋକାନରୁ ଗଙ୍ଗାଧର ପଟ୍ଟନାୟକ ନାମକ ଜଣେ ବ୍ୟକ୍ତି ୪ଟି ଅଣ୍ଡା କିଣିଥିଲେ। ହେଲେ ସେ ଘରେ ଆସି ଅଣ୍ଡା ଭାଙ୍ଗିବା ପରେ ସେଥିରୁ ପ୍ଲାଷ୍ଟିକ୍ ସଦୃଶ ଆବରଣ ଦେଖିଥିଲେ। ପରେ ସେ ସେ କେଶରକୁ ଧରିବାରୁ ତାହା ଭାଙ୍ଗି ନଥିଲା। ବଲ୍ ଭଳି ହାତରେ ଗଡ଼ିଥିଲା। ଏଥିସହ ଏହି ପ୍ଲାଷ୍ଟିକ୍ ଆବରଣକୁ ନିଆଁରେ ପୋଡ଼ିବାରୁ ପ୍ଲାଷ୍ଟିକ୍ ବାସ୍ନା ହୋଇଥିଲା।
ସୂଚନାଯୋଗ୍ୟ, ଗତକାଲି ମଧ୍ୟ ହାଇଟେକ୍ କଲୋନୀରେ ରହୁଥିବା ଦିଗାମ୍ୱର ବେହେରା ଏକ ଦୋକାନରୁ ୪ଟି ଅଣ୍ଡା କିଣିଥିଲେ। ଅଣ୍ଡାକୁ ଫଟାଇଲା ପରେ ସେହି ଅଣ୍ଡା ଭିତରେ ଏକ ପ୍ଲାଷ୍ଟିକ୍ ଆବରଣ ଦେଖିଥିଲେ। ଅଣ୍ଡାର କେଶରକୁ ସେ ଉପରକୁ ଟେକିବା ଦ୍ୱାରା ଏହା ନଫାଟି ଉପରକୁ ଝୁଲି ରହୁଥିଲା। ଏଥସହ ସେ ଅଣ୍ଡାରୁ ବାହାରିଥିବା ପ୍ଲାଷ୍ଟିକ୍ ଆବରଣକୁ ନିଆଁରେ ଲଗାଇଲେ ତାହା ପୋଡ଼ିବା ସହ ପ୍ଲାଷ୍ଟିକ୍ ବାସ୍ନା ହେଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
୨୦୪୭ ମସିହା ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’
ଓଡ଼ିଶାରେ ବୀମାହାର ଜାତୀୟସ୍ତର ତୁଳନାରେ କମିଥିବାରୁ ୨୦୪୭ ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ହାସଲ କରିବାକୁ ବୀମା କଭରେଜରେ ଉନ୍ନତି ଆଣିବା ନିମନ୍ତେ ରଣନୀତି ଉପରେ ଆଲୋଚନା ହୋଇଛି ।
Miscellaneous
ସରକାରୀ ଜମିରେ ତିଆରି ହୋଇଛି ବାବାଙ୍କ ବୈକୁଣ୍ଠ ଧାମ ଆଶ୍ରମ
ଭୁବନେଶ୍ୱର ଖଣ୍ଡଗିରି ପାଦ ଦେଶରେ ରହିଛି ବାବାଙ୍କ ବୈକୁଣ୍ଠ ଧାମ୍ ଆଶ୍ରମ। ଏଠାରେ କଳକୀରାମ ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ପୂଜା ପାଉଛନ୍ତି। ପ୍ରବଚନ ଦେଉଛନ୍ତି। ଭକ୍ତଙ୍କୁ ଆଶୀର୍ବାଦ ଦେଉଛନ୍ତି।
Special
ଦୁଇ ଘଣ୍ଟା ବନ୍ଦ ହୋଇଥିଲା ହାର୍ଟ ବିଟ୍; ତଥାପି ପୁନର୍ଜନ୍ମ ପାଇଲେ ଯବାନ
ଏମ୍ସ ଡାକ୍ତର ଔଷଧ ଦେଇ ଶୁଭକାନ୍ତଙ୍କ ବିପି ବଢ଼ାଇବାକୁ ଚେଷ୍ଟା କରିଥିଲେ। ହେଲେ ହାର୍ଟ ବିଟ୍ କିନ୍ତୁ କମି ଚାଲିଥିଲା। ଏହାରି ଭିତରେ ହଠାତ ହୋଇଥିଲା କର୍ଡିଆକ୍ ଆରେଷ୍ଟ। ବନ୍ଦ ହୋଇଗଲା ହାର୍ଟ ବିଟ୍। ତେଣୁ ଡାକ୍ତର ତାଙ୍କୁ CPR ଦେବା ଆରମ୍ଭ କରିଥିଲେ।
Miscellaneous
ଆମ୍ବ ଟାକୁଆ ଖାଇବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ
ଆମ୍ବ ଟାକୁଆ ଖାଇ ଗୁରୁତର ଥିବା ଆଉ ଜଣେ ଏବେ ବି ଏସସିବିରେ ଚିକିତ୍ସାଧୀନ ଅଛନ୍ତି।
Politics
ବିଜେଡି ନେତା ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି
୨୦୧୩ ମସିହା ଡ଼ିସେମ୍ବର ୧୫ ତାରିଖରେ ରାୟଗଡା ଜିଲ୍ଲାର ବରିଷ୍ଠ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗୀ ହଠାତ୍ ନିଖୋଜ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ମିଳିଥିଲା।