ସାଂସଦ ବୈଜୟନ୍ତ ପଣ୍ଡାଙ୍କ ନାଁରେ ମାମଲା ପାଇଁ କୋର୍ଟରେ ଆବେଦନ

<p>କେନ୍ଦ୍ରାପଡ଼ା (ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ନାଁରେ ମାମଲା ପାଇଁ କୋର୍ଟରେ ଆବେଦନ କରାଯାଇଛି। ନିର୍ବାଚନୀ ସତ୍ୟପାଠ ଦାଖଲ ବେଳେ ବୈଜୟନ୍ତ ବହୁତ ତଥ୍ୟ ଲୁଚାଇଥିବା ଅଭିଯୋଗ କରି କେନ୍ଦ୍ରାପଡ଼ା ଏସ୍&zwnj;ଡିଜେଏମ୍&zwnj; କୋର୍ଟରେ ଏହି ଆବେଦନ କରାଯାଇଛି। କଟକ ଜିଲ୍ଲା ହରିଅନ୍ତା ବାସିନ୍ଦା ଗୋପାଳ ଲେଙ୍କାଙ୍କ ପକ୍ଷରୁ ଓକିଲ ଅକ୍ଷୟ ନାୟକ ଏହି ଆବେଦନ କରିଛନ୍ତି। ଜନ ପ୍ରତିନିଧି ଆଇନର ଧାରା ୧୨୫ (ଏ) ଆଧାରରେ ମାମଲା ପାଇଁ ଆବେଦନ କରାଯାଇଛି। ବୈଜୟନ୍ତ ସତ୍ୟପାଠ ଦାଖଲ ବେଳେ ଅଫିସ୍ ଅଫ୍ ପ୍ରଫିଟ୍ ତଥ୍ୟ ଲୁଚାଇ ଥିବା ନେଇ ଏଥିରେ ଅଭିଯୋଗ କରାଯାଇଛି।</p> <p>ଏ ସଂପର୍କରେ ସାଂସଦ ବୈଜୟନ୍ତ ପଣ୍ଡା ଟ୍ୱିଟ୍ କରି ପ୍ରତିକ୍ରିୟା ରଖିଛନ୍ତି। ସେ ଲେଖିଛନ୍ତି ଯେ, ସମସ୍ତେ ଜାଣନ୍ତି କିଏ ଏପରି ମିଥ୍ୟା ଅଭିଯୋଗର ପ୍ରଚାର କରୁଛନ୍ତି। ନିର୍ବାଚନ ଆୟୋଗ ଏବଂ ନ୍ୟାୟାଳୟଙ୍କଠାରୁ ମୁଁ ନିଶ୍ଚିତ ନ୍ୟାୟ ପାଇବି।</p>

Ordigital Desk
  • Published: Thursday, 15 March 2018
  • Updated: 15 March 2018, 09:31 PM IST

Sports

Latest News

<p>କେନ୍ଦ୍ରାପଡ଼ା (ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ନାଁରେ ମାମଲା ପାଇଁ କୋର୍ଟରେ ଆବେଦନ କରାଯାଇଛି। ନିର୍ବାଚନୀ ସତ୍ୟପାଠ ଦାଖଲ ବେଳେ ବୈଜୟନ୍ତ ବହୁତ ତଥ୍ୟ ଲୁଚାଇଥିବା ଅଭିଯୋଗ କରି କେନ୍ଦ୍ରାପଡ଼ା ଏସ୍&zwnj;ଡିଜେଏମ୍&zwnj; କୋର୍ଟରେ ଏହି ଆବେଦନ କରାଯାଇଛି। କଟକ ଜିଲ୍ଲା ହରିଅନ୍ତା ବାସିନ୍ଦା ଗୋପାଳ ଲେଙ୍କାଙ୍କ ପକ୍ଷରୁ ଓକିଲ ଅକ୍ଷୟ ନାୟକ ଏହି ଆବେଦନ କରିଛନ୍ତି। ଜନ ପ୍ରତିନିଧି ଆଇନର ଧାରା ୧୨୫ (ଏ) ଆଧାରରେ ମାମଲା ପାଇଁ ଆବେଦନ କରାଯାଇଛି। ବୈଜୟନ୍ତ ସତ୍ୟପାଠ ଦାଖଲ ବେଳେ ଅଫିସ୍ ଅଫ୍ ପ୍ରଫିଟ୍ ତଥ୍ୟ ଲୁଚାଇ ଥିବା ନେଇ ଏଥିରେ ଅଭିଯୋଗ କରାଯାଇଛି।</p><p>ଏ ସଂପର୍କରେ ସାଂସଦ ବୈଜୟନ୍ତ ପଣ୍ଡା ଟ୍ୱିଟ୍ କରି ପ୍ରତିକ୍ରିୟା ରଖିଛନ୍ତି। ସେ ଲେଖିଛନ୍ତି ଯେ, ସମସ୍ତେ ଜାଣନ୍ତି କିଏ ଏପରି ମିଥ୍ୟା ଅଭିଯୋଗର ପ୍ରଚାର କରୁଛନ୍ତି। ନିର୍ବାଚନ ଆୟୋଗ ଏବଂ ନ୍ୟାୟାଳୟଙ୍କଠାରୁ ମୁଁ ନିଶ୍ଚିତ ନ୍ୟାୟ ପାଇବି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos