ଅଗଷ୍ଟ ୮ରେ ପ୍ରକାଶ ପାଇବ +୨ କଳା ପରୀକ୍ଷାଫଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ବାହାରିଥିବା ବେଳେ ଅଗଷ୍ଟ ୮ ତାରିଖରେ ପ୍ରକାଶ ପାଇବ +୨ କଳା ରେଜଲ୍ଟ। ଏଥିସହ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ। ଚଳିତବର୍ଷ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ଦେଇଛନ୍ତି। ଆଜି ପ୍ରକାଶ ପାଇଥିବା […]

plus-2-student

plus-2-student

Manoranjan Sial
  • Published: Wednesday, 27 July 2022
  • Updated: 27 July 2022, 04:44 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ବାହାରିଥିବା ବେଳେ ଅଗଷ୍ଟ ୮ ତାରିଖରେ ପ୍ରକାଶ ପାଇବ +୨ କଳା ରେଜଲ୍ଟ। ଏଥିସହ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ।

ଚଳିତବର୍ଷ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ଦେଇଛନ୍ତି। ଆଜି ପ୍ରକାଶ ପାଇଥିବା ପରୀକ୍ଷାଫଳରେ ବାଳିକା ଆଗରେ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story