ଅଗଷ୍ଟ ୮ରେ ପ୍ରକାଶ ପାଇବ +୨ କଳା ପରୀକ୍ଷାଫଳ
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ବାହାରିଥିବା ବେଳେ ଅଗଷ୍ଟ ୮ ତାରିଖରେ ପ୍ରକାଶ ପାଇବ +୨ କଳା ରେଜଲ୍ଟ। ଏଥିସହ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ। ଚଳିତବର୍ଷ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ଦେଇଛନ୍ତି। ଆଜି ପ୍ରକାଶ ପାଇଥିବା […]
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ବାହାରିଥିବା ବେଳେ ଅଗଷ୍ଟ ୮ ତାରିଖରେ ପ୍ରକାଶ ପାଇବ +୨ କଳା ରେଜଲ୍ଟ। ଏଥିସହ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ।
ଚଳିତବର୍ଷ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ଦେଇଛନ୍ତି। ଆଜି ପ୍ରକାଶ ପାଇଥିବା ପରୀକ୍ଷାଫଳରେ ବାଳିକା ଆଗରେ ଅଛନ୍ତି।