ଖୋଲିବ ଯୁକ୍ତ ୨ କଲେଜ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖୁବ୍ ଶୀଘ୍ର ଖୋଲିବ ଯୁକ୍ତ୨ କଲେଜ । ଏଥିପାଇଁ ସଜବାଜ ହେଉଛନ୍ତି ସରକାର । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ରାଜ୍ୟର ସମସ୍ତ ଯୁକ୍ତ୨ କଲେଜ କ୍ୟାମ୍ପସକୁ ବିଶୋଧନ ଓ ସଫା କରିବାକୁ ସରକାରୀ ଓ ଘରୋଇ କଲେଜ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି । କଲେଜର ଲାବୋରେଟାରୀ, କ୍ଲାସ୍ ରୁମ୍, ଶୌଚାଳୟ, ପିଇବା ପାଣି ଏବଂ ଅନ୍ୟାନ୍ୟ ଉପକରଣ ପ୍ରସ୍ତୁତ ରଖିବା ସହ ଏସବୁ କୋଭିଡ୍ ପୂର୍ବ ସ୍ଥିତିକୁ ଫେରାଇ ଆଣିବାକୁ […]

plus-2-student

plus-2-student

Madhupriya Mistry
  • Published: Saturday, 05 December 2020
  • Updated: 05 December 2020, 12:11 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖୁବ୍ ଶୀଘ୍ର ଖୋଲିବ ଯୁକ୍ତ୨ କଲେଜ । ଏଥିପାଇଁ ସଜବାଜ ହେଉଛନ୍ତି ସରକାର । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ରାଜ୍ୟର ସମସ୍ତ ଯୁକ୍ତ୨ କଲେଜ କ୍ୟାମ୍ପସକୁ ବିଶୋଧନ ଓ ସଫା କରିବାକୁ ସରକାରୀ ଓ ଘରୋଇ କଲେଜ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।

କଲେଜର ଲାବୋରେଟାରୀ, କ୍ଲାସ୍ ରୁମ୍, ଶୌଚାଳୟ, ପିଇବା ପାଣି ଏବଂ ଅନ୍ୟାନ୍ୟ ଉପକରଣ ପ୍ରସ୍ତୁତ ରଖିବା ସହ ଏସବୁ କୋଭିଡ୍ ପୂର୍ବ ସ୍ଥିତିକୁ ଫେରାଇ ଆଣିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଚିଠି ଲେଖିଛନ୍ତି । ପ୍ରସ୍ତୁତି ନେଇ ସପ୍ତାହେ ମଧ୍ୟରେ ରିପୋର୍ଟ ଦେବାକୁ ଚିଠିରେ ନିର୍ଦ୍ଦେଶ ରହିଛି । କୋଭିଡ-୧୯ ଯୋଗୁଁ ଗତ ମାର୍ଚ୍ଚରୁ କଲେଜରେ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଛି।

ଅଧିକ ପଢନ୍ତୁ : କଲେଜ ଓ ବିଶ୍ୱବିଦ୍ୟାଳୟର ଲ୍ୟାବ୍ ଖୋଲିବାକୁ ଅନୁମତି

ପୂର୍ବରୁ କେଲଜ କେବେ ଖୋଲିବ ସେ ନେଇ ରାଜ୍ୟ ସରକାର ଦୋ-ଛକିରେ ଥିଲେ । ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବି କଲେଜ ଖୋଲିବା ନେଇ ଦ୍ୱନ୍ଦ୍ୱ ରହିଥିଲା । ଏବେ ତାହା ଦୂର ହୋଇଛି । ଖୁବଶୀଘ୍ର କଲେଜ ଖୋଲିବା ନେଇ ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି । ତେବେ ସ୍କୁଲ କେବେ ଖୋଲିବ ସେ ନେଇ କୌଣସି ସ୍ପଷ୍ଟ ସୂଚନା ନାହିଁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story