ଯୁକ୍ତ ୨ରେ ଏଥର ମଧ୍ୟ ହେବ ତ୍ରୈମାସିକ ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯୁକ୍ତ ୨ରେ ଏଥର ମଧ୍ୟ ହେବ ତ୍ରୈମାସିକ ପରୀକ୍ଷା। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ CHSE ଅଧ୍ୟକ୍ଷଙ୍କୁ ଚିଠି ଅବଗତ କରିଛି ସ୍କୁଲ ଓ ଗଣଶିକ୍ଷା ବିଭାଗ। ୨୦୨୨-୨୩ ଶିକ୍ଷା ବର୍ଷରେ ତ୍ରୈମାସିକ ପରୀକ୍ଷା ପାଇଁ ଏଥିରେ ନିର୍ଦ୍ଦେଶ ଦିଆଯାଇଛି। ପରୀକ୍ଷା ନେଇ ଆବଶ୍ୟକୀୟ ପଦକ୍ଷେପ ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି। ସେପ୍ଟେମ୍ବର ୨ୟ କିମ୍ବା ୩ୟ ସପ୍ତାହରେ ଦ୍ୱାଦଶ ଶ୍ରେଣୀ ପ୍ରଥମ ତ୍ରୈମାସିକ ପରୀକ୍ଷା ହେବ। ନଭେମ୍ବରରେ ଦ୍ୱିତୀୟ ଓ ଜାନୁଆରୀରେ ତୃତୀୟ […]

plus2

plus2

Niranjan Mishra
  • Published: Tuesday, 23 August 2022
  • Updated: 23 August 2022, 09:59 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯୁକ୍ତ ୨ରେ ଏଥର ମଧ୍ୟ ହେବ ତ୍ରୈମାସିକ ପରୀକ୍ଷା। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ CHSE ଅଧ୍ୟକ୍ଷଙ୍କୁ ଚିଠି ଅବଗତ କରିଛି ସ୍କୁଲ ଓ ଗଣଶିକ୍ଷା ବିଭାଗ। ୨୦୨୨-୨୩ ଶିକ୍ଷା ବର୍ଷରେ ତ୍ରୈମାସିକ ପରୀକ୍ଷା ପାଇଁ ଏଥିରେ ନିର୍ଦ୍ଦେଶ ଦିଆଯାଇଛି। ପରୀକ୍ଷା ନେଇ ଆବଶ୍ୟକୀୟ ପଦକ୍ଷେପ ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି। ସେପ୍ଟେମ୍ବର ୨ୟ କିମ୍ବା ୩ୟ ସପ୍ତାହରେ ଦ୍ୱାଦଶ ଶ୍ରେଣୀ ପ୍ରଥମ ତ୍ରୈମାସିକ ପରୀକ୍ଷା ହେବ। ନଭେମ୍ବରରେ ଦ୍ୱିତୀୟ ଓ ଜାନୁଆରୀରେ ତୃତୀୟ ତ୍ରୈମାସିକ ପରୀକ୍ଷା ହେବ। ଏକାଦଶ ଶ୍ରେଣୀର ତ୍ରୈମାସିକ ପରୀକ୍ଷାସୂଚୀ ପରେ ପ୍ରକାଶ ପାଇବ।

ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏ ନେଇ ଚିଠି ପରେ ଛାତ୍ରଛାତ୍ରୀମାନେ ନିଜକୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଜୁନ ୧୮ରୁ କଲେଜ୍ ଖୋଲିଥିଲେ ସୁଦ୍ଧା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତ୍ରୈମାସିକ ପରୀକ୍ଷା ହେବ ନା ନାହିଁ ସ୍ପଷ୍ଟ କରିନଥିଲା। ଫଳରେ ଛାତ୍ରଛାତ୍ରୀମାନେ ଚିନ୍ତାରେ ଥିଲେ।

ଏନେଇ ଛାତ୍ରଛାତ୍ରୀମାନଙ୍କ ଅସନ୍ତୋଷ କ୍ରମେ ଗଣମାଧ୍ୟମରେ ଖବର ପ୍ରସାରଣ ହୋଇଥିଲା। ତେଣୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ତ୍ରୈମାସିକ ପରୀକ୍ଷା କରାଯିବ ବୋଲି ସ୍ପଷ୍ଟ କରିଛି। ଏଥିରେ ଥିଓରୀ ପାଇଁ ୨୦ ଓ ପ୍ରାକ୍ଟିକାଲ ପାଇଁ ୧୦ ମାର୍କର ପରୀକ୍ଷା ହେବ। ଖୁବ୍ ଶୀଘ୍ର CHSE ଏକାଦଶ ଶ୍ରେଣୀର ତ୍ରୈମାସିକ ପରୀକ୍ଷାସୂଚୀ ଡେଟ ଘୋଷଣା କରିବ ବୋଲି ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story