/odisha-reporter/media/post_attachments/uploads/2020/08/samirdash.jpg)
samirdash
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତ ମାସରେ ଯୁକ୍ତ ଦୁଇ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଖାତା ଦେଖା ଶେଷ ହୋଇଛି। ଟାବୁଲେସନ ଚାଲିଛି। ଅଗଷ୍ଟ ତୃତୀୟ ସପ୍ତାହ ପୂର୍ବରୁ ରେଜଲ୍ଟ ବାହାରିବ।
Advertisment
ସେହିପରି ଚଳିତ ମାସ ଶେଷ ସପ୍ତାହରେ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇବ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସୂଚନା ଦେଇଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
