ଏହି ମାସରେ ବାହାରିବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତ ମାସରେ ଯୁକ୍ତ ଦୁଇ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଖାତା ଦେଖା ଶେଷ ହୋଇଛି। ଟାବୁଲେସନ ଚାଲିଛି। ଅଗଷ୍ଟ ତୃତୀୟ ସପ୍ତାହ ପୂର୍ବରୁ ରେଜଲ୍ଟ ବାହାରିବ। ସେହିପରି ଚଳିତ ମାସ ଶେଷ ସପ୍ତାହରେ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇବ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସୂଚନା ଦେଇଛନ୍ତି।

samirdash

Jyoshna Pradhan
  • Published: Tuesday, 04 August 2020
  • , Updated: 04 August 2020, 12:28 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତ ମାସରେ ଯୁକ୍ତ ଦୁଇ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଖାତା ଦେଖା ଶେଷ ହୋଇଛି। ଟାବୁଲେସନ ଚାଲିଛି। ଅଗଷ୍ଟ ତୃତୀୟ ସପ୍ତାହ ପୂର୍ବରୁ ରେଜଲ୍ଟ ବାହାରିବ।

ସେହିପରି ଚଳିତ ମାସ ଶେଷ ସପ୍ତାହରେ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇବ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସୂଚନା ଦେଇଛନ୍ତି।

Related story