ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଦ୍ୱାଦଶ ରେଜଲ୍ଟ। ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ଆଜି ଏହି ସୂଚନା ଦେଇଛନ୍ତି। ଚଳିତବର୍ଷ ଏପ୍ରିଲ ୨୮ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ହୋଇଥିଲା। ମୋଟ ୩ ଲକ୍ଷ ୨୧ ହଜାର ୫୦୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ବିଜ୍ଞାନରେ ୭୮ ହଜାର ୭୭ ଜଣ ଛାତ୍ରଛାତ୍ରୀ […]

exam

exam

Tapaswini Nayak
  • Published: Monday, 04 July 2022
  • Updated: 04 July 2022, 12:29 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଦ୍ୱାଦଶ ରେଜଲ୍ଟ। ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ଆଜି ଏହି ସୂଚନା ଦେଇଛନ୍ତି।

ଚଳିତବର୍ଷ ଏପ୍ରିଲ ୨୮ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ହୋଇଥିଲା। ମୋଟ ୩ ଲକ୍ଷ ୨୧ ହଜାର ୫୦୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ବିଜ୍ଞାନରେ ୭୮ ହଜାର ୭୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେହିପରି ବାଣିଜ୍ୟରେ ୨୪ ହଜାର ୧୩୬ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲା ବେଳେ  ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ଏଥିପାଇଁ ମୋଟ ୧ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ର ଏବଂ ୨୦୨ଟି ପରିଚାଳନା ହବ୍ କରାଯାଇଥିଲା।

ପ୍ରଥମ ଦିନରେ କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀ ଏମଆଇଏଲ୍ (ଓଡ଼ିଆ)  ବିଷୟରେ ପରୀକ୍ଷା ଦେଇଥିଲେ। ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହୋଇ ଦିନ ୧୨ଟା ଶେଷ ହୋଇଥିଲା। ପରୀକ୍ଷା ପାଇଁ କେନ୍ଦ୍ରଗୁଡ଼ିକରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ସିସିଟିଭି ନଜରରେ ପରୀକ୍ଷା କେନ୍ଦ୍ର ଥିବା ବେଳେ, ମୋବାଇଲ ବାରଣ କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story