ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୧୨ ତାରିଖରେ ପ୍ରକାଶ ପାଇବ +2 ବିଜ୍ଞାନ ରେଜଲ୍ଟ। ମଧ୍ୟାହ୍ନ ୧୨.୩୦ରେ CHSE ଅଫିସ୍ରେ ପ୍ରକାଶ ପାଇବ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସେହିପରି ତୃତୀୟ ସପ୍ତାହରେ ପ୍ରକାଶ ପାଇବ +୨ ବାଣିଜ୍ୟ ରେଜଲ୍ଟ ଓ ଅଗଷ୍ଟ ଶେଷ ସପ୍ତାହରେ ପ୍ରକାଶ ପାଇବ +୨ କଳା ରେଜଲ୍ଟ।
ଚଳିତ ବର୍ଷ +2ରେ ପରୀକ୍ଷା ଦେଇଛନ୍ତି ୩ ଲକ୍ଷ ୫୦ ହଜାର ଛାତ୍ରଛାତ୍ରୀ। କରୋନା ମହାମାରୀ ଯୋଗୁଁ ପରୀକ୍ଷା ଫଳ ପ୍ରକାଶ ପାଇବାରେ ବିଳମ୍ବ ହୋଇଥିଲା।
ସେହିପରି ସେପ୍ଟେମ୍ୱର ୧୪ରୁ ୨୨ ଯାଏଁ ହେବ ମ୍ୟାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ସେପ୍ଟେମ୍ୱର ୧୪ରୁ ୨୪ ଯାଏଁ ଓପନ ଲର୍ଣ୍ଣିଂ ସ୍କୁଲର ସପ୍ଲିମେଣ୍ଟାରୀ ପରୀକ୍ଷା ହେବ ବୋଲି ମନ୍ତ୍ରୀ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।
Miscellaneous
ବାଗେଶ୍ୱର ବାବାଙ୍କ ବଡ଼ ବୟାନ: ଓଡ଼ିଶାରୁ ବାଜି ପାରେ ହିନ୍ଦୁ ରାଷ୍ଟ୍ରର ବିଗୁଲ
ତାଙ୍କ କହିବା କଥା ଯେ ସମସ୍ତ ହିନ୍ଦୁ ଗୋଟିଏ କାରଣ ପାଇଁ ଏକାଠି ହେବାର ସମୟ ଆସି ଯାଇଛି। ସେହିପରି ହିନ୍ଦୁ ରାଷ୍ଟ୍ର ଗଠନର ବିଗୁଲ କେବଳ ଓଡ଼ିଶାରୁ ବାଜି ପାରେ ବୋଲି ସେ କହଛନ୍ତି।
Miscellaneous
ବ୍ୟାନ୍ ପରେ ବି ଉଡ଼ୁଛି ଚାଇନିଜ ମାଞ୍ଜା ସୁତା ଗୁଡ଼ି, ସାଜିପାରେ ଘାତକ
ସରକାର ବ୍ୟାନ୍ କରି ସାରିଥିବା ବେଳେ କଟକ ସହରରେ କିନ୍ତୁ ଖୁଲମଖୁଲା ଜମୁଛି ବେପାର। ସବୁବେଳେ ଜନଗହଳିପୂର୍ଣ୍ଣ ରହୁଥିବା କଟକ ସହରରେ ଚାଇନିଜ ମାଞ୍ଜା ସୁତା ଲଗା ଗୁଡ଼ି ଉଡ଼ୁଛି।
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।