Advertisment

ଯୁକ୍ତ ତିନି ନାମ ଲେଖା; ୨୦ରୁ ଆବେଦନ କରିପାରିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଯୁକ୍ତ ତିନିରେ ନାମ ଲେଖାଇବା ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିପାଇଁ ଜୁନ୍ ୨୦ ତାରିଖରୁ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ଉଭୟ ଅନ୍‌ ଲାଇନ୍ ଓ ଅଫ୍‌ ଲାଇନ୍‌ରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ଜୁଲାଇ ୧୩ରେ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ପ୍ରକାଶ ପାଇବ। ଜୁଲାଇ ୧୫ରୁ ୨୦ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ନାମ ଲେଖା ହେବ। ଦ୍ୱିତୀୟ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ଜୁଲାଇ ୨୫ରେ ପ୍ରକାଶ ପାଇବ। ଦ୍ୱିତୀୟ ପର୍ଯ୍ୟାୟ […]

ଏ ବର୍ଷ ପିଲା କମ୍‌ ପାଠ ପଢ଼ିବେ !

bjb-college

Advertisment

ଭୁବନେଶ୍ୱର: ଯୁକ୍ତ ତିନିରେ ନାମ ଲେଖାଇବା ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିପାଇଁ ଜୁନ୍ ୨୦ ତାରିଖରୁ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ଉଭୟ ଅନ୍‌ ଲାଇନ୍ ଓ ଅଫ୍‌ ଲାଇନ୍‌ରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ଜୁଲାଇ ୧୩ରେ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ପ୍ରକାଶ ପାଇବ। ଜୁଲାଇ ୧୫ରୁ ୨୦ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ନାମ ଲେଖା ହେବ। ଦ୍ୱିତୀୟ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ଜୁଲାଇ ୨୫ରେ ପ୍ରକାଶ ପାଇବ। ଦ୍ୱିତୀୟ ପର୍ଯ୍ୟାୟ ନାମ ଲେଖା ଜୁଲାଇ ୨୭ରୁ ୨୯ ତାରିଖ ମଧ୍ୟରେ ହେବ। ତୃତୀୟ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ଅଗଷ୍ଟ ୩ରେ ପ୍ରକାଶ ପାଇବ। ଅଗଷ୍ଟ ୫ ଓ ୬ ତାରିଖରେ ତୃତୀୟ ପର୍ଯ୍ୟାୟ ନାମଲେଖା ହେବ।

Advertisment

ଅଗଷ୍ଟ ୧୧ ତାରିଖରୁ ଯୁକ୍ତ ତିନି ପ୍ରଥମ ବର୍ଷର ପାଠପଢ଼ା ଆରମ୍ଭ ହେବ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe