ଆଜିଠୁ ଯୁକ୍ତ ଦୁଇ ଆଡମିଶନ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଯୁକ୍ତ ଦୁଇ ପ୍ରଥମ କଟ୍ ଅଫ୍  ଆଡମିଶନ୍ ହେବ। ୬ ତାରିଖ ଯାଏ ଏହି ନାମ ଲେଖା ପ୍ରକ୍ରିୟା ଚାଲିବ। ଯୁକ୍ତ ଦୁଇ ପ୍ରଥମ ବର୍ଷ ଲାଗି ୩ଲକ୍ଷ ୭୫ ହଜାର ୯୫୮ ଜଣ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୩ଲକ୍ଷ  ୩୩ହଜାର ୫୭୩ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି। ଗତକାଲି ପ୍ରଥମ କଟ୍ ଅଫ୍ ମାର୍କ ପ୍ରକାଶ ପାଇଥିଲା। ଜୁଲାଇ ୧୨ ରେ ଦ୍ୱିତୀୟ କଟ୍ ଅଫ୍ ପ୍ରକାଶ […]

admission-1..

admission-1..

Niharika Rout
  • Published: Wednesday, 03 July 2019
  • Updated: 03 July 2019, 08:54 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଯୁକ୍ତ ଦୁଇ ପ୍ରଥମ କଟ୍ ଅଫ୍  ଆଡମିଶନ୍ ହେବ। ୬ ତାରିଖ ଯାଏ ଏହି ନାମ ଲେଖା ପ୍ରକ୍ରିୟା ଚାଲିବ।

ଯୁକ୍ତ ଦୁଇ ପ୍ରଥମ ବର୍ଷ ଲାଗି ୩ଲକ୍ଷ ୭୫ ହଜାର ୯୫୮ ଜଣ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୩ଲକ୍ଷ  ୩୩ହଜାର ୫୭୩ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି।

ଗତକାଲି ପ୍ରଥମ କଟ୍ ଅଫ୍ ମାର୍କ ପ୍ରକାଶ ପାଇଥିଲା। ଜୁଲାଇ ୧୨ ରେ ଦ୍ୱିତୀୟ କଟ୍ ଅଫ୍ ପ୍ରକାଶ ପାଇବ। ସିଟ୍ ବଳକା ପଡ଼ିଲେ ସ୍ପଟ୍ ଆଡମିଶନ୍ କରାଯିବ। ଜୁଲାଇ ୨୯ରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଠ ପଢା ଆରମ୍ଭ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story