ଯୁକ୍ତ ଦୁଇରେ ନାମଲେଖା ପାଇଁ ଆଜିଠୁ ଆବେଦନ ପ୍ରକ୍ରିୟା ଆରମ୍ଭ

Ordigital Desk
  • Published: Friday, 01 June 2018
  • , Updated: 01 June 2018, 11:37 AM IST
<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଆରମ୍ଭ ହୋଇଛି ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା। ଛାତ୍ରଛାତ୍ରୀମାନେ ଆଜିଠୁ ଯୁକ୍ତ ଦୁଇ ପ୍ରଥମ ବର୍ଷରେ ନାମଲେଖାଇବା ପାଇଁ ଆବେଦନ କରିପାରିବେ। ରାଜ୍ୟରେ ଥିବା ସମସ୍ତ ଜୁନିଅର କଲେଜ ଓ HIGHER SECONDARY SCHOOLରେ&nbsp; ପ୍ରଥମ ବର୍ଷ କଳା, ବାଣିଜ୍ୟ ଓ ବିଜ୍ଞାନ ପଢ଼ିବା ପାଇଁ ଛାତ୍ରଛାତ୍ରୀମାନେ ଆବେଦନ କରିବେ।</p> <p>ଆଜି ଦିନ ୧୧ଟାରୁ ୱେବସାଇଟ୍ WWW.SAMSODISHA.GOV.IN ଜରିଆରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ଆବେଦନର ଶେଷ ସମୟ ସୀମା ହେଲା ଜୁନ୍ ୧୭ ତାରିଖ ରାତି ୧୧ଟା ୪୫। ଜୁନ୍&zwnj; ୨୩ ତାରିଖରେ ପ୍ରଥମ ମେରିଟ୍ ଲିଷ୍ଟ ଓ ଜୁଲାଇ ୩ ତାରିଖରେ ପ୍ରକାଶ ପାଇବ ଦ୍ୱିତୀୟ ମେରିଟ୍ ଲିଷ୍ଟ।</p>

Related story