ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯୁକ୍ତ ଦୁଇ ପ୍ରଥମ ବର୍ଷରେ ନାମ ଲେଖାଇବା ପାଇଁ ଆବେଦନ ଅବଧି ଘୁଞ୍ଚିଲା। ଜୁନ୍ ୨୬ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ପୂର୍ବ ବିଜ୍ଞପ୍ତି ଅନୁଯାୟୀ, ଆସନ୍ତାକାଲି ଯୁକ୍ତ ୨ ନାମଲେଖା ଆବେଦନ ଅବଧି ପୂରିବାର ଥିଲା।
ନୂଆ ବିଜ୍ଞପ୍ତି ଅନୁସାରେ, ଜୁଲାଇ ୨ ତାରିଖରେ ପ୍ରଥମ କଟ୍ ଅଫ୍ ପ୍ରକାଶ ପାଇବ। ଏଥିପାଇଁ ଜୁଲାଇ ୩ ରୁ ୬ ତାରିଖ ପର୍ଯ୍ୟନ୍ତ ନାମଲେଖା ହେବ। ସେହିପରି ଦ୍ୱିତୀୟ କଟ୍ ଅଫ୍ ଜୁଲାଇ ୧୨ ତାରିଖରେ ପ୍ରକାଶ ପାଇବ। ଏହା ସହିତ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ନାମଲେଖା ହେବ।
ବଳକା ସିଟ୍ ଲାଗି ସ୍ପଟ୍ ଆଡମିଶନ କରାଯିବ। ଜୁଲାଇ ୨୯ ତାରିଖରେ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।