ଯୁକ୍ତ ଦୁଇ ନାମଲେଖା ଆବେଦନ ତାରିଖ ଘୁଞ୍ଚିଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯୁକ୍ତ ଦୁଇ ପ୍ରଥମ ବର୍ଷରେ ନାମ ଲେଖାଇବା ପାଇଁ ଆବେଦନ ଅବଧି ଘୁଞ୍ଚିଲା। ଜୁନ୍‌ ୨୬ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ପୂର୍ବ ବିଜ୍ଞପ୍ତି ଅନୁଯାୟୀ, ଆସନ୍ତାକାଲି ଯୁକ୍ତ ୨ ନାମଲେଖା ଆବେଦନ ଅବଧି ପୂରିବାର ଥିଲା। ନୂଆ ବିଜ୍ଞପ୍ତି ଅନୁସାରେ, ଜୁଲାଇ ୨ ତାରିଖରେ ପ୍ରଥମ କଟ୍‌ ଅଫ୍ ପ୍ରକାଶ ପାଇବ। ଏଥିପାଇଁ ଜୁଲାଇ ୩ ରୁ ୬ ତାରିଖ ପର୍ଯ୍ୟନ୍ତ ନାମଲେଖା ହେବ। ସେହିପରି ଦ୍ୱିତୀୟ କଟ୍ ଅଫ୍ ଜୁଲାଇ […]

strict-surveillance-system-are-in-place-for-the-plus-two-exams

Manoranjan Sial
  • Published: Thursday, 20 June 2019
  • Updated: 20 June 2019, 06:29 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯୁକ୍ତ ଦୁଇ ପ୍ରଥମ ବର୍ଷରେ ନାମ ଲେଖାଇବା ପାଇଁ ଆବେଦନ ଅବଧି ଘୁଞ୍ଚିଲା। ଜୁନ୍‌ ୨୬ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ପୂର୍ବ ବିଜ୍ଞପ୍ତି ଅନୁଯାୟୀ, ଆସନ୍ତାକାଲି ଯୁକ୍ତ ୨ ନାମଲେଖା ଆବେଦନ ଅବଧି ପୂରିବାର ଥିଲା।

ନୂଆ ବିଜ୍ଞପ୍ତି ଅନୁସାରେ, ଜୁଲାଇ ୨ ତାରିଖରେ ପ୍ରଥମ କଟ୍‌ ଅଫ୍ ପ୍ରକାଶ ପାଇବ। ଏଥିପାଇଁ ଜୁଲାଇ ୩ ରୁ ୬ ତାରିଖ ପର୍ଯ୍ୟନ୍ତ ନାମଲେଖା ହେବ। ସେହିପରି ଦ୍ୱିତୀୟ କଟ୍ ଅଫ୍ ଜୁଲାଇ ୧୨ ତାରିଖରେ ପ୍ରକାଶ ପାଇବ। ଏହା ସହିତ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ନାମଲେଖା ହେବ।

ବଳକା ସିଟ୍ ଲାଗି ସ୍ପଟ୍ ଆଡମିଶନ କରାଯିବ। ଜୁଲାଇ ୨୯ ତାରିଖରେ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story