ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଯୁକ୍ତ ଦୁଇ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇଥିବା ବେଳେ ପାସ୍ ହାର ରହିଛି ୭୪.୯୫ ପ୍ରତିଶତ। ସେହିପରି ପାସ୍ ହାରରେ ନୟାଗଡ଼ ସବୁଠୁ ଆଗରେ ଥିବା ବେଳେ ଦେବଗଡ଼ ସବୁଠୁ ପଛରେ ରହିଛି।
ଚଳିତ ବର୍ଷ ପୁଅମାନେ ଭଲ ପ୍ରଦର୍ଶନ କରିଥିବା ଜଣାଯାଇଛି। ଯୁକ୍ତ ଦୁଇ ବାଣିଜ୍ୟରେ ମୋଟ ୨୫, ୭୭୨ ପରୀକ୍ଷା ଦେଇଥିବା ବେଳେ ୧୯, ୩୧୮ ଜଣ ପାସ୍ କରିଛନ୍ତି। ସେମାନଙ୍କ ମଧ୍ୟରେ ୧୨, ୨୧୫ ପୁଅ ଥିବା ବେଳେ ୭, ୧୦୩ ଜଣ ଝିଅ ଅଛନ୍ତି।
ସେହିପରି ପ୍ରଥମ ଶ୍ରେଣୀରେ ୬୬୧୦ଜଣ ପାସ୍ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୪୨୫୯ ଓ ତୃତୀୟ ଶ୍ରେଣୀରେ ୮୩୬୧ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ୪୦ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ମାର୍ଚ୍ଚ ୭ 'ସୁଭଦ୍ରା' ଆବେଦନର ଶେଷ ତାରିଖ
ମାର୍ଚ୍ଚ ୮ ମହିଳା ଦିବସରେ ଦ୍ୱିତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ। ବଣ୍ଡାଘାଟିରେ ହିତାଧିକାରୀଙ୍କ ପାଖକୁ ଯାଇ ସମସ୍ୟା ଦୂର କରିବେ ବିଭାଗୀୟ ଅଧିକାରୀ।
Politics
ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା କାର୍ଯ୍ୟନିର୍ଘଣ୍ଟ; ଡିସେମ୍ବର ୨୦ରେ ଭୋଟ୍
ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ।
Crime
ସହିହେଲାନି ପୁଅବୋହୂଙ୍କ ନିର୍ଯାତନା; ଗୁହାଳରେ ଝୁଲି ପଡ଼ିଲେ ବୃଦ୍ଧ
ମୃତଦେହ ନିକଟରୁ ପୁଲିସ ଏକ ସୁଇସାଇଡ୍ ନୋଟ ଜବତ କରିଛି। ଯେଉଁଥିରେ ବୃଦ୍ଧ ଲେଖିଛନ୍ତି ଅନେକ କଥା।
Crime
ସନ୍ଧ୍ୟାରେ ଦୁର୍ଘଟଣାରେ ଚାଲିଗଲା ଜୀବନ; ରାତିରେ ଘରେ ବୁଲିଲା କଳାକନା
ବିଜୟଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।