ଜୁନ୍ ୨ରୁ ଯୁକ୍ତ ୨ ମୂଲ୍ୟାୟନ ଆରମ୍ଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜୁନ୍ ୨ରୁ ଆରମ୍ଭ ହେବ ଯୁକ୍ତ ୨ ମୂଲ୍ୟାୟନ। ରାଜ୍ୟର ସମୁଦାୟ ୬୪ଟି ମୂଲ୍ୟାୟନ କେନ୍ଦ୍ରରେ ହେବ ଅଫଲାଇନ୍‌ ମୂଲ୍ୟାୟନ।  ଏହାବାଦ ୩୭ଟି କେନ୍ଦ୍ରରେ ହେବ ଅନଲାଇନ ମୂଲ୍ୟାୟନ । ସମୁଦାୟ ୨ଟି ପର୍ଯ୍ୟାୟରେ ହେବ ଯୁକ୍ତ ୨ ଖାତା ମୂଲ୍ୟାୟନ । ଜୁନ୍ ୨ରୁ ଜୁନ୍ ୧୨ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ହେବ । ଏହାପରେ ଜୁନ୍ ୧୩ରୁ ୨୨ ଯାଏଁ ହେବ ୨ୟ ପର୍ଯ୍ୟାୟ ମୂଲ୍ୟାୟନ । ସୂଚନାଯୋଗ୍ୟ, ଏପ୍ରିଲ […]

Exam

Exam

Niharika Rout
  • Published: Saturday, 28 May 2022
  • Updated: 28 May 2022, 01:33 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜୁନ୍ ୨ରୁ ଆରମ୍ଭ ହେବ ଯୁକ୍ତ ୨ ମୂଲ୍ୟାୟନ। ରାଜ୍ୟର ସମୁଦାୟ ୬୪ଟି ମୂଲ୍ୟାୟନ କେନ୍ଦ୍ରରେ ହେବ ଅଫଲାଇନ୍‌ ମୂଲ୍ୟାୟନ।  ଏହାବାଦ ୩୭ଟି କେନ୍ଦ୍ରରେ ହେବ ଅନଲାଇନ ମୂଲ୍ୟାୟନ । ସମୁଦାୟ ୨ଟି ପର୍ଯ୍ୟାୟରେ ହେବ ଯୁକ୍ତ ୨ ଖାତା ମୂଲ୍ୟାୟନ । ଜୁନ୍ ୨ରୁ ଜୁନ୍ ୧୨ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ହେବ । ଏହାପରେ ଜୁନ୍ ୧୩ରୁ ୨୨ ଯାଏଁ ହେବ ୨ୟ ପର୍ଯ୍ୟାୟ ମୂଲ୍ୟାୟନ ।

ସୂଚନାଯୋଗ୍ୟ, ଏପ୍ରିଲ ୨୮ରୁ ଆରମ୍ଭ ହୋଇଥିବା ଯୁକ୍ତ ୨ ପରୀକ୍ଷା ଜୁନ ୪ ତାରିଖରେ ସରିବ । ହେଲେ ଏହା ପୂର୍ବରୁ ଜୁନ ୨ ତାରିଖରୁ ଖାତା ଦେଖା ଆରମ୍ଭ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ନିୟନ୍ତ୍ରକ  ସୂଚନା ଦେଇଛନ୍ତି ।

ପ୍ରଥମ ପର୍ଯ୍ୟାୟ ଖାତା ଦେଖା ଜୁନ ୨ ଆରମ୍ଭ ହୋଇ ୧୨ ତାରିଖ ତାରିଖ ପର୍ଯ୍ୟନ୍ତ ହେବ । ଏହି ସମୟରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷାର ଖାତା ଦେଖା ଆରମ୍ଭ ହେବ । ସେଥିମଧ୍ୟରେ  ପଲଟିକାଲ ସାଇନ୍ସ, ହିଷ୍ଟ୍ରି, ଓଡ଼ିଆ, ଏଜୁକେଶନ, ଫିଜିକ୍ସ, କେମେଷ୍ଟ୍ରି, ଅର୍ଥନୀତି, ଇଂଲିଶ ଆଦି ବିଷୟ ଅନ୍ତର୍ଭୁକ୍ତ ରହିଛି। ଜୁନ ୧୩ରୁ  ୨୨ ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଖାତାଦେଖା ହେବ । ଏହାପରେ ଜୁଲାଇ ପ୍ରଥମ ସପ୍ତାହରେ ରେଜଲ୍ଟ ପ୍ରକାଶ ପାଇପାରେ ।

ଖାତା ଦେଖା ନିମନ୍ତେ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ମୂଲ୍ୟାୟନକାରୀଙ୍କ  ତାଲିକା ପ୍ରସ୍ତୁତ ସରିଥିବା ବେଳେ ଏନେଇ ସେମାନଙ୍କୁ ସୂଚିତ କରାଯାଇଚି।  ମୂଲ୍ୟାୟନ କେନ୍ଦ୍ର ଚିହ୍ନଟ କରାଯାଇ ସିସିଟିଭି ସର୍ଭିଲାନ୍ସ ଭିତରେ ରଖାଯାଇଛି। ତ୍ରୁଟି ବିଚ୍ୟୁତି ଯେପରି ନ ହେବ ତାହାର ବ୍ୟବସ୍ଥା କରାଯାଇଛି। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବିଷୟରେ ରାଜ୍ୟରେ ମୋଟ ୩ ଲକ୍ଷ ୨୦ ହଜାର ପିଲା ଚଳିତ ବର୍ଷ ଦ୍ୱାଦଶ ବୋର୍ଡ ପରୀକ୍ଷା ଦେଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story