ଆଜିଠୁ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ମୂଲ୍ୟାୟନ।  ୬୪ଟି ମୂଲ୍ୟାୟନ କେନ୍ଦ୍ରରେ ଅଫ୍‌ଲାଇନ ଯୋଗେ ଓ ୩୭ ଟି ମୂଲ୍ୟାୟନ କେନ୍ଦ୍ରରେ ଅନ୍‌ଲାଇନ ଯୋଗେ ମୂଲ୍ୟାୟନ ହେବ।  ୨ ଟି ପର୍ଯ୍ୟାୟରେ ଖାତା ଦେଖା ହେବ।  ପ୍ରଥମ ପର୍ଯ୍ୟାୟରେ ଜୁନ ୨ ରୁ ଜୁନ ୧୨ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ଜୁନ ୧୩ ରୁ ଜୁନ ୨୨ ଯାଏ ଖାତା ଦେଖା ହେବ। ସୂଚନାଯୋଗ୍ୟ, ଏପ୍ରିଲ ୨୮ରୁ ଆରମ୍ଭ ହୋଇଥିବା ଯୁକ୍ତ ୨ ପରୀକ୍ଷା […]

Exam (2)

Exam (2)

Tapaswini Nayak
  • Published: Thursday, 02 June 2022
  • Updated: 02 June 2022, 01:44 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ମୂଲ୍ୟାୟନ।  ୬୪ଟି ମୂଲ୍ୟାୟନ କେନ୍ଦ୍ରରେ ଅଫ୍‌ଲାଇନ ଯୋଗେ ଓ ୩୭ ଟି ମୂଲ୍ୟାୟନ କେନ୍ଦ୍ରରେ ଅନ୍‌ଲାଇନ ଯୋଗେ ମୂଲ୍ୟାୟନ ହେବ।  ୨ ଟି ପର୍ଯ୍ୟାୟରେ ଖାତା ଦେଖା ହେବ।  ପ୍ରଥମ ପର୍ଯ୍ୟାୟରେ ଜୁନ ୨ ରୁ ଜୁନ ୧୨ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ଜୁନ ୧୩ ରୁ ଜୁନ ୨୨ ଯାଏ ଖାତା ଦେଖା ହେବ।

ସୂଚନାଯୋଗ୍ୟ, ଏପ୍ରିଲ ୨୮ରୁ ଆରମ୍ଭ ହୋଇଥିବା ଯୁକ୍ତ ୨ ପରୀକ୍ଷା ଜୁନ ୪ ତାରିଖରେ ସରିବ । ହେଲେ ଏହା ପୂର୍ବରୁ ଜୁନ ୨ ତାରିଖରୁ ଖାତା ଦେଖା ଆରମ୍ଭ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ନିୟନ୍ତ୍ରକ  ସୂଚନା  ଦେଇଥିଲେ।

ପ୍ରଥମ ପର୍ଯ୍ୟାୟ ଖାତା ଦେଖା ଜୁନ ୨ ଆରମ୍ଭ ହୋଇ ୧୨ ତାରିଖ ତାରିଖ ପର୍ଯ୍ୟନ୍ତ ହେବ । ଏହି ସମୟରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷାର ଖାତା ଦେଖା ଆରମ୍ଭ ହେବ । ସେଥିମଧ୍ୟରେ  ପଲଟିକାଲ ସାଇନ୍ସ, ହିଷ୍ଟ୍ରି, ଓଡ଼ିଆ, ଏଜୁକେଶନ, ଫିଜିକ୍ସ, କେମେଷ୍ଟ୍ରି, ଅର୍ଥନୀତି, ଇଂଲିଶ ଆଦି ବିଷୟ ଅନ୍ତର୍ଭୁକ୍ତ ରହିଛି। ଜୁନ ୧୩ରୁ  ୨୨ ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଖାତାଦେଖା ହେବ । ଏହାପରେ ଜୁଲାଇ ପ୍ରଥମ ସପ୍ତାହରେ ରେଜଲ୍ଟ ପ୍ରକାଶ ପାଇପାରେ । ଜୁନ୍ ୪ରେ ଖାତା ଦେଖା ବନ୍ଦ ରହିବ ବୋଲି CHSE ପକ୍ଷରୁ ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story