ଅଦ୍ୟତନ ହୋଇଛି
bbsr
Advertisment
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠାରୁ ଯୁକ୍ତ ୨ ଅନ୍ଲାଇନ୍ ଖାତା ଦେଖା ଆରମ୍ଭ ହେବ। ଏଥିପାଇଁ ୩୬ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଛି। ଦୁଇଟି ପର୍ଯ୍ୟାୟରେ ଓ ଦୁଇଟି ସିଫ୍ଟରେ ଖାତା ଦେଖା ହେବ।
Advertisment
ସକାଳ ସାଢ଼େ ୭ଟାରୁ ମଧ୍ୟାହ୍ନ ସାଢ଼େ ୧୨ ଟା ଯାଏ ପ୍ରଥମ ସିଫ୍ଟ ଓ ଦିନ ଗୋଟାଏ ୩୦ରୁ ସନ୍ଧ୍ୟା ୬ଟା ୩୦ ଯାଏ ଦ୍ୱିତୀୟ ସିଫ୍ଟରେ ଖାତା ଦେଖା ହେବ। ତେବେ ପରବର୍ତ୍ତୀ ପର୍ଯ୍ୟାୟରେ ଅଫ୍ ଲାଇନ୍ରେ ଖାତା ଦେଖା ନେଇ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/05/bbsr-3300.jpg)