ମାର୍ଚ୍ଚ ୬ରୁ ଯୁକ୍ତଦୁଇ ପରୀକ୍ଷା

<p>ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମାର୍ଚ୍ଚ ୬ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨୯ ତାରିଖରେ ଶେଷ ହେବ। ଏନେଇ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଛି।</p> <p>ପ୍ରଥମ ଦିନ ବିଜ୍ଞାନ ଓ ବାଣିଜ୍ୟର ଇଂରାଜୀ ପରୀକ୍ଷା ରହିଛି। ମାର୍ଚ୍ଚ ୭ରୁ କଳା ପରୀକ୍ଷା ଆରମ୍ଭ ହେବ। ପ୍ରଥମ ଦିନ ଇଂରାଜୀ ପରୀକ୍ଷା ରହିଛି। ଏହା ପୂର୍ବରୁ ଜାନୁଆରୀ ୨୫ରୁ ଫେବୃୟାରୀ ୫ ତାରିଖ ପର୍ଯ୍ୟନ୍ତ ପ୍ରାକ୍ଟିକାଲ ପରୀକ୍ଷା ହେବ।</p>

Ordigital Desk
  • Published: Thursday, 16 November 2017
  • Updated: 16 November 2017, 07:58 PM IST

Sports

Latest News

<p>ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମାର୍ଚ୍ଚ ୬ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨୯ ତାରିଖରେ ଶେଷ ହେବ। ଏନେଇ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଛି।</p><p>ପ୍ରଥମ ଦିନ ବିଜ୍ଞାନ ଓ ବାଣିଜ୍ୟର ଇଂରାଜୀ ପରୀକ୍ଷା ରହିଛି। ମାର୍ଚ୍ଚ ୭ରୁ କଳା ପରୀକ୍ଷା ଆରମ୍ଭ ହେବ। ପ୍ରଥମ ଦିନ ଇଂରାଜୀ ପରୀକ୍ଷା ରହିଛି। ଏହା ପୂର୍ବରୁ ଜାନୁଆରୀ ୨୫ରୁ ଫେବୃୟାରୀ ୫ ତାରିଖ ପର୍ଯ୍ୟନ୍ତ ପ୍ରାକ୍ଟିକାଲ ପରୀକ୍ଷା ହେବ।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos