ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ଏପ୍ରିଲ ୨୮ରୁ ଅଫଲାଇନ୍ ମୋଡରେ ଆରମ୍ଭ ହେବ ଦ୍ୱାଦଶ (+୨) ବୋର୍ଡ ପରୀକ୍ଷା । ସ୍କୁଲରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବିଷୟରେ ରାଜ୍ୟରେ ମୋଟ ୩ ଲକ୍ଷ ୨୦ ହଜାର ପିଲା ଚଳିତ ବର୍ଷ ଦ୍ୱାଦଶ ବୋର୍ଡ ପରୀକ୍ଷା ଦେବେ ।
ଖରାକୁ ଦୃଷ୍ଟିରେ ରଖି ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରିବାକୁ ନିଷ୍ପତ୍ତି ନିଆଯାଇଛି। ସକାଳ ୯ଟାରୁ ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରାଯିବ। ମହାମାରୀ ପାଇଁ ପରୀକ୍ଷା ବ୍ୟବସ୍ଥାରେ କୋହଳ କରାଯାଇଛି । ନିଜ ଶିକ୍ଷକମାନଙ୍କ ଦ୍ୱାରା ସମସ୍ତ ପ୍ରାକ୍ଟିକାଲ ପରୀକ୍ଷା କରାଯିବ
ଛାତ୍ରଛାତ୍ରୀଙ୍କ ପରୀକ୍ଷା ମୂଲ୍ୟାଙ୍କନ ନେଇ ଦୁଇଟି ସ୍କିମ୍ କରାଯାଇଛି । ବାର୍ଷିକ ପରୀକ୍ଷାରେ ହୋଇଥିବା ପ୍ରଦର୍ଶନ ଭିତ୍ତିରେ ମାର୍କ । ନଚେତ ବାର୍ଷିକ ପରୀକ୍ଷାର ୮୦% ଓ କ୍ୱାର୍ଟର ଏଣ୍ଡରେ ୨୦% ଅନୁଯାୟୀ ମାର୍କି ହେବ। ଦୁଇଟି ବ୍ୟବସ୍ଥାରୁ ଯେଉଁଟିରେ ସର୍ବାଧିକ ରହିବ, ସେଇଟି ଚୂଡ଼ାନ୍ତ ହେବ ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Crime
ରାଜଧାନୀରେ ଚାଞ୍ଚଲ୍ୟ; ପୁରୁଷ ବନ୍ଧୁଙ୍କୁ ହାଣି ଯୁବତୀଙ୍କୁ ଟେକିନେଲେ
ଯୁବତୀଙ୍କ ପୁରୁଷ ବନ୍ଧୁ ବାରଣ କରିବାରୁ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ନେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।
Crime
ବ୍ରାଉନସୁଗର ନା ମୁଲତାନୀ ମାଟି; ଜବତ ସାମଗ୍ରୀକୁ ନେଇ ପ୍ରବଳ ଉତ୍ତେଜନା
ବ୍ରାଉନସୁଗର ନା ମୁଲତାନୀ ମାଟି। ବ୍ରାଉନସୁଗର ଜବତ କରିବାକୁ ଯାଇଥିବା ଅବକାରୀ ଟିମ୍ ପ୍ରବଳ ହଟହଟା ହୋଇଛି। ମିଛ କେସ୍ରେ ଫସା ଯାଉଥିବା ଅଭିଯୋଗରେ ପରିବାର ଲୋକେ ଅବକାରୀ ଟିମ୍ ଗାଡ଼ି ଚାବି ଅଟକ ରଖିଛନ୍ତି।
Crime
ବାପପୁଅ ପାଲଟିଗଲେ ଜହ୍ଲାଦ; ୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ, ଜଣେ ମୃତ
ଚୋରି ସନ୍ଦେହରେ ବାପପୁଅ ପାଲଟିଗଲେ ଜହ୍ଲାଦ । ଘଟାଇଲେ ତାଲବାନୀ ବର୍ବରତା । ଗାଁର କିଛି ଯୁବକଙ୍କୁ ଉଠାଇ ଆଣି ଖୁଣ୍ଟରେ ବାନ୍ଧି ନିଷ୍ଣୁର ପିଟିଲେ। ସେମାନଙ୍କ ଚିତ୍କାର ବି ବାପପୁଅଙ୍କ ମନକୁ ତରଳାଇ ପାରିଲାନି।