Advertisment

ଏପ୍ରିଲ ୨୮ରୁ ଅଫଲାଇନ୍‌ ମୋଡରେ ହେବ ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ଏପ୍ରିଲ ୨୮ରୁ ଅଫଲାଇନ୍‌ ମୋଡରେ ଆରମ୍ଭ ହେବ ଦ୍ୱାଦଶ (+୨) ବୋର୍ଡ ପରୀକ୍ଷା । ସ୍କୁଲରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ।  କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବିଷୟରେ ରାଜ୍ୟରେ ମୋଟ ୩ ଲକ୍ଷ ୨୦ ହଜାର ପିଲା ଚଳିତ ବର୍ଷ ଦ୍ୱାଦଶ ବୋର୍ଡ ପରୀକ୍ଷା ଦେବେ । ଖରାକୁ ଦୃଷ୍ଟିରେ ରଖି ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରିବାକୁ ନିଷ୍ପତ୍ତି ନିଆଯାଇଛି। ସକାଳ ୯ଟାରୁ ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରାଯିବ। […]

ଅଦ୍ୟତନ ହୋଇଛି
ଆଜିଠୁ +୩ ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା

exam

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ଏପ୍ରିଲ ୨୮ରୁ ଅଫଲାଇନ୍‌ ମୋଡରେ ଆରମ୍ଭ ହେବ ଦ୍ୱାଦଶ (+୨) ବୋର୍ଡ ପରୀକ୍ଷା । ସ୍କୁଲରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ।  କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବିଷୟରେ ରାଜ୍ୟରେ ମୋଟ ୩ ଲକ୍ଷ ୨୦ ହଜାର ପିଲା ଚଳିତ ବର୍ଷ ଦ୍ୱାଦଶ ବୋର୍ଡ ପରୀକ୍ଷା ଦେବେ ।

Advertisment

ଖରାକୁ ଦୃଷ୍ଟିରେ ରଖି ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରିବାକୁ ନିଷ୍ପତ୍ତି ନିଆଯାଇଛି। ସକାଳ ୯ଟାରୁ ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରାଯିବ। ମହାମାରୀ ପାଇଁ ପରୀକ୍ଷା ବ୍ୟବସ୍ଥାରେ କୋହଳ କରାଯାଇଛି । ନିଜ ଶିକ୍ଷକମାନଙ୍କ ଦ୍ୱାରା ସମସ୍ତ ପ୍ରାକ୍ଟିକାଲ ପରୀକ୍ଷା କରାଯିବ

ଛାତ୍ରଛାତ୍ରୀଙ୍କ ପରୀକ୍ଷା ମୂଲ୍ୟାଙ୍କନ ନେଇ ଦୁଇଟି ସ୍କିମ୍ କରାଯାଇଛି ।  ବାର୍ଷିକ ପରୀକ୍ଷାରେ ହୋଇଥିବା ପ୍ରଦର୍ଶନ ଭିତ୍ତିରେ ମାର୍କ । ନଚେତ   ବାର୍ଷିକ ପରୀକ୍ଷାର ୮୦% ଓ କ୍ୱାର୍ଟର ଏଣ୍ଡରେ ୨୦% ଅନୁଯାୟୀ ମାର୍କି ହେବ।  ଦୁଇଟି ବ୍ୟବସ୍ଥାରୁ ଯେଉଁଟିରେ ସର୍ବାଧିକ ରହିବ, ସେଇଟି ଚୂଡ଼ାନ୍ତ ହେବ ।

Advertisment
+2 Exam
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe