ଘୁଞ୍ଚିଲା ଯୁକ୍ତ ଦୁଇ ପ୍ରାଟିକାଲ୍ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ୧୮ ତାରିଖରେ ହେବାକୁ ଥିବା ଯୁକ୍ତ ଦୁଇ ପ୍ରାଟିକାଲ୍ ପରୀକ୍ଷା ୨୭ ତାରିଖକୁ ଘୁଞ୍ଚି ଯାଇଛି। ଏହା ଫେବୃଆରୀ ୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ପୂର୍ବରୁ ଜାନୁଆରୀ ୧୮ ତାରିଖରୁ ଯୁକ୍ତ ଦୁଇ ପ୍ରାଟିକାଲ୍ ଆରମ୍ଭ ହୋଇ ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ସ୍ଥିର ହୋଇଥିଲା।

plus-two

Rakesh Mallick
  • Published: Saturday, 14 January 2017
  • , Updated: 14 January 2017, 12:46 PM IST

ଭୁବନେଶ୍ୱର: ଆସନ୍ତା ୧୮ ତାରିଖରେ ହେବାକୁ ଥିବା ଯୁକ୍ତ ଦୁଇ ପ୍ରାଟିକାଲ୍ ପରୀକ୍ଷା ୨୭ ତାରିଖକୁ ଘୁଞ୍ଚି ଯାଇଛି। ଏହା ଫେବୃଆରୀ ୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ପୂର୍ବରୁ ଜାନୁଆରୀ ୧୮ ତାରିଖରୁ ଯୁକ୍ତ ଦୁଇ ପ୍ରାଟିକାଲ୍ ଆରମ୍ଭ ହୋଇ ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ସ୍ଥିର ହୋଇଥିଲା।

Related story