ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ। ଚଳିତ ବର୍ଷ ୭୦.୨୧% ଛାତ୍ରଛାତ୍ରୀ ପାସ୍ କରିଥିବା ସୂଚନା ମିଳିଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଚଳିତ ବର୍ଷ ମୋଟ ୯୭, ୩୭୭  ଛାତ୍ରଛାତ୍ରୀ  ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ମୋଟ ୬୮, ୩୭୪ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ପାସ୍ କରିଥିବା ଛାତ୍ରଙ୍କ ସଂଖ୍ୟା- ୩୮, ୩୦୧ (୩୯%)।ପାସ୍ କରିଥିବା ଛାତ୍ରୀଙ୍କ ସଂଖ୍ୟା- ୩୦, […]

JEE-mains-REsult-IE

JEE-mains-REsult-IE

Niharika Rout
  • Published: Wednesday, 12 August 2020
  • Updated: 12 August 2020, 12:42 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ। ଚଳିତ ବର୍ଷ ୭୦.୨୧% ଛାତ୍ରଛାତ୍ରୀ ପାସ୍ କରିଥିବା ସୂଚନା ମିଳିଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।

ଚଳିତ ବର୍ଷ ମୋଟ ୯୭, ୩୭୭  ଛାତ୍ରଛାତ୍ରୀ  ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ମୋଟ ୬୮, ୩୭୪ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ପାସ୍ କରିଥିବା ଛାତ୍ରଙ୍କ ସଂଖ୍ୟା- ୩୮, ୩୦୧ (୩୯%)।ପାସ୍ କରିଥିବା ଛାତ୍ରୀଙ୍କ ସଂଖ୍ୟା- ୩୦, ୦୭୩ (୩୧%)।  ସେମାନଙ୍କ ମଧ୍ୟରୁ ୨୫, ୩୩୯ (୨୬%) ପ୍ରଥମ ଶ୍ରେଣୀରେ ପାସ୍ କରିଛନ୍ତି। ୨୪, ୧୨୧ (୨୪.୮%) ଛାତ୍ରଛାତ୍ରୀ ୨ୟ ଶ୍ରେଣୀରେ ରହିଥିବା ବେଳେ ୩ୟ ଶ୍ରେଣୀରେ ୧୮, ୨୬୮ (୧୯%) ଛାତ୍ରଛାତ୍ରୀ ରହିଛନ୍ତି। ୯୦%ରୁ ଅଧିକ ନମ୍ବର ରଖି ପାସ୍ କରିଛନ୍ତି ୧୩୭ ଛାତ୍ରଛାତ୍ରୀ।

ଚଳିତବର୍ଷ ରାଜ୍ୟରେ ମୋଟ୍ ୩ ଲକ୍ଷ ୫୦ ହଜାର ଛାତ୍ରଛାତ୍ରୀ ଯୁକ୍ତ ୨ରେ ପରୀକ୍ଷା ଦେଇଛନ୍ତି। ଲକ୍‌ଡାଉନ୍ କଟକଣା ଯୋଗୁ ଚଳିତ ବର୍ଷ ରାଜ୍ୟରେ ଯୁକ୍ତ ଦୁଇ ପରୀକ୍ଷା ଫଳ ଖାତା ଦେଖାରେ ସମସ୍ୟା ସୃଷ୍ଟି ହୋଇଥିଲା। ଅଗଷ୍ଟ ତୃତୀୟ ସପ୍ତାହରେ +୨ ବାଣିଜ୍ୟ ଏବଂ ଶେଷ ସପ୍ତାହରେ କଳା ପରୀକ୍ଷା ଫଳ ପ୍ରକାଶ ପାଇବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story