କାଲି ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ। ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ସକାଳ ୧୧ ଟାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର ପରୀକ୍ଷା ଫଳ ଘୋଷଣା କରିବେ। ଏହାପରେ ଛାତ୍ରଛାତ୍ରୀମାନେ www.chseodisha.nic.in ଓ www.orissaresults.nic.in  ୱେବସାଇଟ୍‌ରେ ନିଜ ରୋଲ୍ ନମ୍ବର ଓ ରେଜିଷ୍ଟ୍ରେସନ୍ ନମ୍ବର ଦେଇ ପରୀକ୍ଷା ଫଳ ଜାଣିପାରିବେ। ଚଳିତ ବର୍ଷ ୯୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଦେଇଛନ୍ତି। […]

CHSE-Results-PTI-2-G

CHSE-Results-PTI-2-G

Rakesh Mallick
  • Published: Friday, 18 May 2018
  • Updated: 18 May 2018, 08:54 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ। ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ସକାଳ ୧୧ ଟାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର ପରୀକ୍ଷା ଫଳ ଘୋଷଣା କରିବେ। ଏହାପରେ ଛାତ୍ରଛାତ୍ରୀମାନେ www.chseodisha.nic.in ଓ www.orissaresults.nic.in  ୱେବସାଇଟ୍‌ରେ ନିଜ ରୋଲ୍ ନମ୍ବର ଓ ରେଜିଷ୍ଟ୍ରେସନ୍ ନମ୍ବର ଦେଇ ପରୀକ୍ଷା ଫଳ ଜାଣିପାରିବେ।

ଚଳିତ ବର୍ଷ ୯୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଦେଇଛନ୍ତି। ଗତ ବର୍ଷ ଯୁକ୍ତ ଦୁଇ ବିଜ୍ଞାନରେ ୯୦ ହଜାର ୬୪୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୭୩ ହଜାର ୫୨୩ଜଣ ପାସ୍ କରିଥିଲେ। ପାସ୍ ହାର ଥିଲା ୮୧.୧୧ ପ୍ରତିଶତ। ମେ ଶେଷ ସପ୍ତାହରେ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ଫଳ ପ୍ରକାଶ ପାଇବ ବୋଲି ଗତକାଲି ବିଭାଗୀୟ ମନ୍ତ୍ରୀ ସୂଚନା ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story