କୋଭିଡ୍‌ ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଟେଲିଫୋନ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହୋଇଥିବା ନେଇ ସରକାରୀ ସୂତ୍ରରୁ ସୂଚନା ମିଳିଛି। କଥାବାର୍ତ୍ତା ବେଳେ କୋଭିଡ୍ ପରିସ୍ଥିତି ନେଇ ଦୁଇ ନେତା ଆଲୋଚନା କରିଥିବା ଜଣାପଡିଛି। ସେହିପରି ରଥଯାତ୍ରା ପ୍ରସଙ୍ଗରେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇଥିବା ସୂଚନା ମିଳିଛି। ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିବାକୁ ଥିବା ବେଳେ ରଥଯାତ୍ରାକୁ ନେଇ  ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ […]

modi

modi

Tapaswini Nayak
  • Published: Friday, 24 April 2020
  • Updated: 24 April 2020, 12:06 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଟେଲିଫୋନ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହୋଇଥିବା ନେଇ ସରକାରୀ ସୂତ୍ରରୁ ସୂଚନା ମିଳିଛି। କଥାବାର୍ତ୍ତା ବେଳେ କୋଭିଡ୍ ପରିସ୍ଥିତି ନେଇ ଦୁଇ ନେତା ଆଲୋଚନା କରିଥିବା ଜଣାପଡିଛି।

ସେହିପରି ରଥଯାତ୍ରା ପ୍ରସଙ୍ଗରେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇଥିବା ସୂଚନା ମିଳିଛି। ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିବାକୁ ଥିବା ବେଳେ ରଥଯାତ୍ରାକୁ ନେଇ  ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ହୋଇଥିବା ଆଲୋଚନାକୁ  ଗୁରୁତ୍ୱର ସହ ନିଆଯାଉଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story