ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଜଣାଇଲେ ରଜ ଶୁଭେଚ୍ଛା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଉଭୟେ ଟ୍ୱିଟ୍‌ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଉଭୟ ଓଡ଼ିଆ ଓ ଇଂରାଜୀରେ ଟ୍ୱିଟ୍ କରିଛନ୍ତି। ସେ ଲେଖିଛନ୍ତି- ବିଶେଷ ଉତ୍ସବ ‘ରଜ ପର୍ବ’ ଅବସରରେ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା। ଏହି ଅବସର ଆମ ସମାଜରେ ଆନନ୍ଦ ଓ ଭାତୃତ୍ୱକୁ ଆହୁରି ଦୃଢ଼ କରୁ। ରାଜ୍ୟବାସୀଙ୍କର ଉତ୍ତମ ସ୍ୱାସ୍ଥ୍ୟ […]

naveen modi

naveen modi

Jitendra Garnayak
  • Published: Sunday, 14 June 2020
  • Updated: 14 June 2020, 12:33 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଉଭୟେ ଟ୍ୱିଟ୍‌ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ଉଭୟ ଓଡ଼ିଆ ଓ ଇଂରାଜୀରେ ଟ୍ୱିଟ୍ କରିଛନ୍ତି। ସେ ଲେଖିଛନ୍ତି- ବିଶେଷ ଉତ୍ସବ ‘ରଜ ପର୍ବ’ ଅବସରରେ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା। ଏହି ଅବସର ଆମ ସମାଜରେ ଆନନ୍ଦ ଓ ଭାତୃତ୍ୱକୁ ଆହୁରି ଦୃଢ଼ କରୁ। ରାଜ୍ୟବାସୀଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଉତ୍ତୋରତ୍ତର ଉନ୍ନତି କାମନା କରୁଛି।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲେଖିଛନ୍ତି- ‘ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ। ପ୍ରକୃତି, ଧରିତ୍ରୀ ଓ ନାରୀକୁ ପୂଜିବାର ବା ସମ୍ମାନ ଜଣାଇବାର ଏହା ହେଉଛି ଆମର ଅନନ୍ୟ ପରମ୍ପରା। ଆସନ୍ତୁ, କୋଭିଡ-୧୯ର ସମସ୍ତ ନିୟମକୁ ମାନି ଘରେ ରହି ଏଥର ରଜ ପର୍ବକୁ ସ୍ୱତନ୍ତ୍ର କରିବା।’

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟ୍ୱିଟ୍ କରି ରଜପର୍ବ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଇଛନ୍ତି। ସେ ଟ୍ୱିଟ୍ କରି ଲେଖିଛନ୍ତି- ଓଡ଼ିଶାର ସଂସ୍କୃତି, କୃଷି ଅର୍ଥନୀତି ଓ ଯୁବପିଢ଼ି ସହ ଜଡ଼ିତ ଓଡ଼ିଶାର ପାରମ୍ପରିକ ଓ ଗଣପର୍ଵ ରଜ ପର୍ବ ଅବସରରେ ଶୁଭକାମନା।

ବିଜେପିର ରାଷ୍ଟ୍ରୀୟ ଉପ-ସଭାପତି ବୈଜୟନ୍ତ ପଣ୍ଡା ମଧ୍ୟ ଟ୍ୱିଟ୍ କରି ସମସ୍ତଙ୍କୁ ରଜପର୍ବ ପାଇଁ ଅଭିନନ୍ଦନ ଜଣାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story