କଟକ ବସ୍ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଟକରେ ମହାନଦୀ ପୋଲ ତଳକୁ ବସ୍ ଖସି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ସକାଳେ ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ଏହା ସହିତ ସେ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। Condolences to those who lost their loved ones due to the bus accident in […]

bus

bus

Jitendra Garnayak
  • Published: Wednesday, 21 November 2018
  • Updated: 21 November 2018, 12:05 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଟକରେ ମହାନଦୀ ପୋଲ ତଳକୁ ବସ୍ ଖସି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଆଜି ସକାଳେ ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି।

ଏହା ସହିତ ସେ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଗତକାଲି ‘ଜଗନ୍ନାଥ’ ନାମକ ଏହି ବସ୍‌ଟି ଅନୁଗୋଳ ଜିଲ୍ଲା ତାଳଚେରରୁ କଟକ ଆସୁଥିବା ବେଳେ ଜଗତପୁର-ଶିଖରପୁର ମଝିରେ ମହାନଦୀ ପୋଲ ତଳକୁ ଖସି ପଡ଼ିଥିଲା। ଏକ ମଇଁଷିକୁ ଧକ୍କା ଦେବା ପରେ ପୋଲର ବାଡ଼ ଭାଙ୍ଗି ଏହା ପ୍ରାୟ ୩୦ ଫୁଟ୍ ତଳେ ବାଲି ଉପରେ ପଡ଼ିଥିଲା। ଏଥିରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୬ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି।

ଏହି ଘଟଣାର ତଦନ୍ତ କରିବା ପାଇଁ ଏକ ସ୍ୱତନ୍ତ୍ର କମିଟି ଗଠନ କରାଯାଇଛି। ଏମ୍‌ଭିଆଇଙ୍କ ନେତୃତ୍ୱରେ ଏକ ତିନି ଜଣିଆ କମିଟି ଗଠନ କରାଯାଇଛି। କମିଟି ଦୁର୍ଘଟଣାର କାରଣ ଖୋଜିବ।

ମୃତକଙ୍କ ପରିବାର ଲୋକଙ୍କୁ ଦୁଇ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ସହିତ ଆହତଙ୍କୁ ମାଗଣା ଚିକିତ୍ସା କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତିତ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story