ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସବୁ ବିଜେପି ସାଂସଦ ଓ ୩ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାର ସମସ୍ତ ବିଜେପି ସାଂସଦ ଓ ୩ ଜଣ କେନ୍ଦ୍ରମନ୍ତ୍ରୀ ଆଜି ସଂସଦ ଅଧିବେଶନର ଶେଷ ଦିନରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ସରକାରୀ ବାସଭବନରେ ସାକ୍ଷାତ କରିଛନ୍ତି। ଏହି ସାଂସଦମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜଳଖିଆ ଖୁଆଇବା ସହ ଲୋକଙ୍କ ନିକଟତର ହେବା ପାଇଁ ବିଭିନ୍ନ ପରାମର୍ଶ ଦେଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ପ୍ରଧାନମନ୍ତ୍ରୀ ମୋଦି ଆଜି ଓଡ଼ିଶା ସମେତ ଦିଲ୍ଲୀ, ହରିଆଣା ଓ ଉତ୍ତରାଖଣ୍ଡ ରାଜ୍ୟର ସବୁ ବିଜେପି ସାଂସଦଙ୍କୁ ନିଜ ବାସଭବନକୁ […]

PM

PM

Ordigital Desk
  • Published: Thursday, 07 April 2022
  • Updated: 07 April 2022, 10:13 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାର ସମସ୍ତ ବିଜେପି ସାଂସଦ ଓ ୩ ଜଣ କେନ୍ଦ୍ରମନ୍ତ୍ରୀ ଆଜି ସଂସଦ ଅଧିବେଶନର ଶେଷ ଦିନରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ସରକାରୀ ବାସଭବନରେ ସାକ୍ଷାତ କରିଛନ୍ତି। ଏହି ସାଂସଦମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜଳଖିଆ ଖୁଆଇବା ସହ ଲୋକଙ୍କ ନିକଟତର ହେବା ପାଇଁ ବିଭିନ୍ନ ପରାମର୍ଶ ଦେଇଥିବା ଜଣାପଡ଼ିଛି।

ସୂଚନା ଅନୁସାରେ, ପ୍ରଧାନମନ୍ତ୍ରୀ ମୋଦି ଆଜି ଓଡ଼ିଶା ସମେତ ଦିଲ୍ଲୀ, ହରିଆଣା ଓ ଉତ୍ତରାଖଣ୍ଡ ରାଜ୍ୟର ସବୁ ବିଜେପି ସାଂସଦଙ୍କୁ ନିଜ ବାସଭବନକୁ ଡକାଇ ସେମାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ତୃଣମୂଳସ୍ତରରେ ସଂଗଠନକୁ ସୁଦୃଢ଼ କରିବା ଓ ଲୋକଙ୍କ ନିକଟତର ହୋଇପାରିବେ ସେଥିପ୍ରତି ପରାମର୍ଶ ଦେଇଛନ୍ତି। ଏହି ସାକ୍ଷାତ ସମୟରେ ଓଡ଼ିଶାର ସମସ୍ତ ବିଜେପି ସାଂସଦଙ୍କ ସମେତ ୩ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶେଶ୍ୱର ଟୁଡ଼ୁ ମଧ୍ୟ ଉପସ୍ଥିତ ଥିଲେ। ଏସମ୍ପର୍କରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କଳାହାଣ୍ଡିର ବିଜେପି ସାଂସଦ ବସନ୍ତ ପଣ୍ଡା କହିଛନ୍ତି ଯେ, ଏହି ସାକ୍ଷାତ ସୌଜନ୍ୟମୂଳକ ଥିଲା। ସମସ୍ତ ସାଂସଦଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ସାହଜନକ ଟିପ୍ସ ଦେଇଛନ୍ତି । ଦଳୀୟ ସଂଗଠନକୁ ସୁଦୃଢ଼ କରିବା ଓ ଲୋକଙ୍କ ପାଖରେ ସୁଶାସନ ପହଂଚାଇବା ପାଇଁ ପରାମର୍ଶ ଦେଇଛନ୍ତି । ବିଶେଷକରି କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନମଙ୍ଗଳ ଯୋଜନାର ସୁଫଳ ଲୋକମାନେ ପାଇପାରିବେ ସେଥିପ୍ରତି ଦୃଷ୍ଟି ଦେବାକୁ କହିଛନ୍ତି ।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦି ସଂସଦ ଅଧିବେଶନ ସମୟରେ ବିଭିନ୍ନ ରାଜ୍ୟର ସାଂସଦମାନଙ୍କୁ ଡାକି ସେମାନଙ୍କ ସହ ଆଲୋଚନା କରିଛନ୍ତି । ପୂର୍ବରୁ ଗୁଜୁରାଟ, ବିହାର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଆଦି ରାଜ୍ୟର ବିଜେପି ସାଂସଦମାନଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ଡାକି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିବା ଜଣାପଡ଼ିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story