ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତାଳଚେର ସାର କାରଖାନାରେ କୋଲ୍‌ ଗ୍ୟାସିଫିକେସନ୍‌ ମାଧ୍ୟମରେ ୟୁରିଆ ଉତ୍ପାଦନ କରିବା ପାଇଁ ସ୍ୱତନ୍ତ୍ର ସବ୍‌ସିଡି‌ ପଲିସିକୁ ଅନୁମୋଦନ ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହାକୁ ମଞ୍ଜୁରି ମିଳିଛି। ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆତ୍ମନିର୍ଭର ଭାରତ ପୂରଣ କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ @narendramodi ଜୀଙ୍କ ନେତୃତ୍ୱରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ତାଳଚେର ସାର କାରଖାନାରେ କୋଲ୍ ଗ୍ୟାସିଫିକେସନ ମାଧ୍ୟମରେ ୟୁରିଆ ଉତ୍ପାଦନ […]

Dharmendra Pradhan and Narendra Modi

Dharmendra Pradhan and Narendra Modi

Manoranjan Sial
  • Published: Tuesday, 20 April 2021
  • Updated: 20 April 2021, 05:54 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତାଳଚେର ସାର କାରଖାନାରେ କୋଲ୍‌ ଗ୍ୟାସିଫିକେସନ୍‌ ମାଧ୍ୟମରେ ୟୁରିଆ ଉତ୍ପାଦନ କରିବା ପାଇଁ ସ୍ୱତନ୍ତ୍ର ସବ୍‌ସିଡି‌ ପଲିସିକୁ ଅନୁମୋଦନ ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହାକୁ ମଞ୍ଜୁରି ମିଳିଛି। ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

https://twitter.com/dpradhanbjp/status/1384471123027365899?s=20

ସୋଶାଲ୍‌ ମିଡିଆରେ ସେ ଲେଖିଛନ୍ତି, କେନ୍ଦ୍ର ସରକାରଙ୍କ ଏହି ଐତିହାସିକ ନିଷ୍ପତ୍ତି ଦ୍ୱାରା ଘରୋଇ ୟୁରିଆ କ୍ଷେତ୍ରରେ ବୈଶ୍ୱିକ ପ୍ରତିଯୋଗିତାକୁ ଅଧିକ ପ୍ରୋତ୍ସାହନ ଦେବା ସହ ପରିବେଶ ସହଯୋଗୀ ସ୍ୱଦେଶୀ ୟୁରିଆ ଉତ୍ପାଦନକୁ ଗତି ଦେବ। ଏହା ବାର୍ଷିକ ୧୨.୭ ଏଲ୍‌ଏମ୍‌ଟି ୟୁରିଆ ଆମଦାନୀକୁ ହ୍ରାସ କରିବ। ଆଜିର ଏହି ନିଷ୍ପତ୍ତି ଚାଷୀ ଭାଇମାନଙ୍କ ପାଇଁ ସାରର ଉପଲବ୍ଧିକୁ ବୃଦ୍ଧି କରିବାରେ ଗେମ-ଚେଞ୍ଜର ସାବ୍ୟସ୍ତ ହେବ। ଏଥିସହ ପୂର୍ବ ଭାରତରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ଓଡ଼ିଶା ସମେତ ଝାରଖଣ୍ଡ ଓ ବିହାର ଭଳି ରାଜ୍ୟମାନଙ୍କରେ ସାମାଜିକ-ଆର୍ଥିକ ବିକାଶକୁ ତ୍ୱରାନ୍ୱିତ କରିବ ବୋଲି ଧର୍ମେନ୍ଦ୍ର ସୋଶାଲ୍‌‌ ମିଡିଆରେ ଲେଖିଛନ୍ତି।

https://twitter.com/dpradhanbjp/status/1384471126848327685?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story