ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଙ୍କର ୫୩ତମ ମନ କି ବାତ୍ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି । ଦୂରଦର୍ଶନ ଓ ଆକାଶବାଣୀରେ ପ୍ରସାରିତ ମନ୍ କି ବାତରେ ମୋଦି ପୁଲଓ୍ୱାମା ଆକ୍ରମଣକୁ ତୀବ୍ର ନିନ୍ଦା କରିଛନ୍ତି। ଏହାସହ ଭାରତୀୟ ସୁରକ୍ଷାକର୍ମୀଙ୍କ ବୀରତା ଓ ସ୍ପର୍ଦ୍ଧାର ଗାଥା ଗାଇଛନ୍ତି ମୋଦି। ଆକ୍ରମଣକାରୀଙ୍କୁ ଉପଯୁକ୍ତ ଜବାବ ଦେଇ ସେନା ନିଜର ପରାକାଷ୍ଠା ପ୍ରଦର୍ଶନ କରିଥିବା ମୋଦି କହିଛନ୍ତି ।
ସେହିପରି ଆକ୍ରମଣରେ ସହିଦ ଯବାନଙ୍କ ପରିବାର ଲୋକଙ୍କ ସାହସକୁ ଉଚ୍ଚ ପ୍ରଶଂସା କରିଛନ୍ତି। ଜଗତସିଂହପୁରର ସହିଦ ପ୍ରସନ୍ନ ସାହୁଙ୍କ ପତ୍ନୀ ମୀନାଙ୍କ ପ୍ରେରଣାକୁ ଶତପ୍ରଣାମ କରିଛନ୍ତି । ମୀନା ନିଜ ପୁଅଙ୍କୁ ସିଆରପିଏଫ୍ରେ ଭର୍ତ୍ତି କରିବା ଲାଗି ପଣ କରିଥିବାରୁ ତାଙ୍କୁ ମୋଦି ପ୍ରଶଂସା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Crime
ରାଜଧାନୀରେ ଚାଞ୍ଚଲ୍ୟ; ପୁରୁଷ ବନ୍ଧୁଙ୍କୁ ହାଣି ଯୁବତୀଙ୍କୁ ଟେକିନେଲେ
ଯୁବତୀଙ୍କ ପୁରୁଷ ବନ୍ଧୁ ବାରଣ କରିବାରୁ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ନେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।