‘କରୋନା’ ମୁକାବିଲା ନେଇ କଣ କଥାହେଲେ ମୋଦି-ନବୀନ?

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା ବେଳେ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜିଲ୍ଲା ବଦଳରେ ଛୋଟ ଛୋଟ ଓ ସାଇଣ୍ଟିଫିକ ୟୁନିଟ୍‌କୁ କୋଭିଡ୍‌ ଜୋନରେ ପରିଣତ କରିବା ଏବଂ ଏସଂପର୍କରେ ନିଷ୍ପତ୍ତି ନେବା ଲାଗି ସ୍ଥାନୀୟ ପ୍ରଶାସନକୁ କ୍ଷମତା ଦେବା ପାଇଁ ନବୀନ ପ୍ରସ୍ତାବ ରଖିଛନ୍ତି। ସେହିପରି ଲକ୍‌ଡାଉନ୍‌ ଓ ଅନ୍ୟାନ୍ୟ କଟକଣାକୁ ନେଇ ଜାତୀୟସ୍ତରରେ ନୀତି ନିର୍ଦ୍ଧାରଣ କରି କାର୍ଯ୍ୟକାରୀ କରିବା ଲାଗି ସ୍ଥାନୀୟ ପ୍ରଶାସନକୁ କ୍ଷମତା […]

pm-modi-and-cm-naveen-patnaik-to-address-meetings-in-kendrapara-on-tuesday

Manoranjan Sial
  • Published: Monday, 11 May 2020
  • Updated: 11 May 2020, 08:02 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା ବେଳେ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜିଲ୍ଲା ବଦଳରେ ଛୋଟ ଛୋଟ ଓ ସାଇଣ୍ଟିଫିକ ୟୁନିଟ୍‌କୁ କୋଭିଡ୍‌ ଜୋନରେ ପରିଣତ କରିବା ଏବଂ ଏସଂପର୍କରେ ନିଷ୍ପତ୍ତି ନେବା ଲାଗି ସ୍ଥାନୀୟ ପ୍ରଶାସନକୁ କ୍ଷମତା ଦେବା ପାଇଁ ନବୀନ ପ୍ରସ୍ତାବ ରଖିଛନ୍ତି। ସେହିପରି ଲକ୍‌ଡାଉନ୍‌ ଓ ଅନ୍ୟାନ୍ୟ କଟକଣାକୁ ନେଇ ଜାତୀୟସ୍ତରରେ ନୀତି ନିର୍ଦ୍ଧାରଣ କରି କାର୍ଯ୍ୟକାରୀ କରିବା ଲାଗି ସ୍ଥାନୀୟ ପ୍ରଶାସନକୁ କ୍ଷମତା ଦିଆଯାଉ।

ଦେଶର ଅର୍ଥନୈତିକ କାର୍ଯ୍ୟକଳାପକୁ ତ୍ୱରାନ୍ୱିତ କରିବା ପାଇଁ ଜାତୀୟସ୍ତରରେ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସେଜିଅର (SOP) ପ୍ରସ୍ତୁତ କରାଯାଉ। କେନ୍ଦ୍ର ଓ ରାଜ୍ୟ ଦ୍ୱାରା ପରିଚାଳିତ ଶିଳ୍ପ ସଂସ୍ଥାଗୁଡିକ ପରସ୍ପର ଉପରେ ନିର୍ଭରଶୀଳ ଥିବାରୁ ଅର୍ଥନୀତିକୁ ଟ୍ରାକକୁ ଫେରାଇବାରେ ଏହି ଏସ୍‌ଓପି ସହାୟତା କରିବ ବୋଲି ନବୀନ ମତ ଦେଇଛନ୍ତି।

କୋଭିଡ୍ ପରିଚାଳନାରେ ପଞ୍ଚାୟତିରାଜ ସଂସ୍ଥାଗୁଡିକୁ ସିଧାସଳଖ ସଂପୃକ୍ତ କରିବା ଓ ସେମାନଙ୍କୁ ଆର୍ଥିକ ପ୍ରୋତ୍ସାହନ ଦେବାଲାଗି ପ୍ରଚଳିତ ସ୍କିମରେ ସଂଶୋଧନ ଲାଗ ପ୍ରସ୍ତାବ ରଖିଛନ୍ତି ନବୀନ। ସେହିପରି ଫସି ରହିଥିବା ଲୋକଙ୍କୁ ଉଦ୍ଧାର ଲାଗି ସରକାର ଟ୍ରେନ୍ ଚଳାଚଳ ଲାଗି ଯେଭଳି ରାଜ୍ୟମାନଙ୍କ ପରାମର୍ଶ ନେଇଥିଲେ, ଯାତ୍ରୀ ଟ୍ରେନ୍ ସେବା କ୍ଷେତ୍ରରେ ତାହା କରାଯିବା ଉପରେ ନବୀନ ଗୁରୁତ୍ୱ ଦେଇଛନ୍ତି।

କୋଭିଡ ସଙ୍କଟ ସତ୍ତ୍ୱେ ଦେଶର ଅଧିକାଶ ଅଞ୍ଚଳରେ ଅର୍ଥନୈତିକ କାର୍ଯ୍ୟକଳାପ ଗତିଶୀଳ ହେବାରେ ଲାଗିଛି। ତେବେ କୋଭିଡ୍ ବିରୋଧୀ ଲଢେଇକୁ ଏଣିକି ଅଧିକ ଗୁରୁତ୍ୱ ଦେବାକୁ ପଡ଼ିବ। ଆଜି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେନ୍ସିଂରେ ଆଲୋଚନା ବେଳେ ଏହି ମତ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କୋଭିଡ ସଙ୍କଟରୁ ଗ୍ରାମାଞ୍ଚଳକୁ ଯେଭଳି ମୁକ୍ତ ରଖାଯିବ, ସେଥିପ୍ରତି ଧ୍ୟାନ ଦିଆଯିବା ଦରକାର ବୋଲି ମୋଦି କହିଛନ୍ତି।

ଆଜିର ବୈଠକରେ ପ୍ରଥମେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାଳି ପଡିଥିଲା। କୋରନା ସଂକଟକୁ ନେଇ କେନ୍ଦ୍ର ରାଜନୀତି କରୁଥିବା ଓ ରାଜ୍ୟଙ୍କ ଭିତରେ ବାଛବିଚାର କରୁଥିବା ମମତା ଅଭିଯୋଗ କରିଥିଲେ। ସେପଟେ ଆସନ୍ତା ୩୧ ତାରିଖ ଯାଏଁ ତାଙ୍କ ରାଜ୍ୟକୁ ବିମାନ ଓ ରେଳ ସେବା ଆରମ୍ଭ ନ କରିବାକୁ ଅନୁରୋଧ କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ। ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ମଧ୍ୟ ଯାତ୍ରୀବାହୀ ଟ୍ରେନ ଚଳାଚଳ ଆରମ୍ଭ କରାଯିବାକୁ ବିରୋଧ କରିଥିବା ଜଣାପଡିଛି। ସେପଟେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଲକ୍‌ଡାଉନ ବଢାଇବା ସପକ୍ଷରେ ଯୁକ୍ତି ବାଢିଛନ୍ତି।

ଆଜିର ବୈଠକରେ ଗୃହମନ୍ତ୍ରୀ ଅମିତ ଶାହ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ପ୍ରମୁଖ ପ୍ରଧାନମନ୍ତ୍ରୀଙ୍କ ସହ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story