କେନ୍ଦ୍ରାପଡ଼ା ଓ ବାଲେଶ୍ୱର ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମଙ୍ଗଳବାର ଭୁବନେଶ୍ୱରରେ ରୋଡ୍‌ ଶୋ’ ଓ ସଭା କରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୩ ତାରିଖରେ ପୁଣି ଓଡ଼ିଶା ଗସ୍ତରେ ଆସିବେ। ସେହିଦିନ ସେ କେନ୍ଦ୍ରାପଡ଼ା ଓ ବାଲେଶ୍ୱରରେ ନିର୍ବାଚନୀ ସଭାରେ ଯୋଗ ଦେବେ। ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ଆସନ୍ତାକାଲି କେନ୍ଦ୍ର ଗୃହ ମନ୍ତ୍ରୀ ରାଜନାଥ ସିଂହ ଆସିବେ। ସେ ମୟୂରଭଞ୍ଜ, ନୟାଗଡ଼ ଓ କଟକ ସଦରରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗ […]

modi

modi

Jitendra Garnayak
  • Published: Thursday, 18 April 2019
  • Updated: 18 April 2019, 04:28 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମଙ୍ଗଳବାର ଭୁବନେଶ୍ୱରରେ ରୋଡ୍‌ ଶୋ’ ଓ ସଭା କରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୩ ତାରିଖରେ ପୁଣି ଓଡ଼ିଶା ଗସ୍ତରେ ଆସିବେ। ସେହିଦିନ ସେ କେନ୍ଦ୍ରାପଡ଼ା ଓ ବାଲେଶ୍ୱରରେ ନିର୍ବାଚନୀ ସଭାରେ ଯୋଗ ଦେବେ। ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି।

ଅନ୍ୟପକ୍ଷରେ ଆସନ୍ତାକାଲି କେନ୍ଦ୍ର ଗୃହ ମନ୍ତ୍ରୀ ରାଜନାଥ ସିଂହ ଆସିବେ। ସେ ମୟୂରଭଞ୍ଜ, ନୟାଗଡ଼ ଓ କଟକ ସଦରରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗ ଦେବେ।

ସେହିପରି ୨୦ ତାରିଖରେ କେନ୍ଦ୍ର ମନ୍ତ୍ରୀ ମୁକ୍ତାର ଆବାସ୍ ନକ୍‌ଭି ଆସିବେ। ସେ ସାଲେପୁର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗ ଦେବେ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ମଙ୍ଗଳବାର ଭୁବନେଶ୍ୱର ସହିତ ସମ୍ବଲପୁରରେ ସଭା କରିଥିଲେ। ତା’ପୂର୍ବରୁ ସେ ଜୟପୁର, ଭବାନୀପାଟଣା, ସୁନ୍ଦରଗଡ଼ ଓ ସୋନପୁରରେ ସେ ନିର୍ବାଚନୀ ସଭା କରିଥିଲେ। ସେହିଭଳି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ମଧ୍ୟ ଓଡ଼ିଶାରେ ମାରାଥନ୍ ପ୍ରଚାର କରୁଛନ୍ତି। ଗତକାଲି ସେ ଢେଙ୍କାନାଳ ଓ କଟକ ଜିଲ୍ଲାରେ ନିର୍ବାଚନ ପ୍ରଚାର କରିଥିଲେ। ତା’ପୂର୍ବରୁ ସେ ପାରଲାଖେମୁଣ୍ଡି, ବରଗଡ଼, କେନ୍ଦୁଝର, ପୋଲସରା ଓ ପୁରୀ ଗସ୍ତରେ ଆସିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story