ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଆଜି ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର। ସେ କହିଛନ୍ତି-“ଏପ୍ରିଲ ୧ ତାରିଖରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସି କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ଏକ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ଥିଲା। ତେବେ ଏଥିରେ ପରିବର୍ତ୍ତନ କରାଯାଇଛି। ପ୍ରଧାନମନ୍ତ୍ରୀ ଏପ୍ରିଲ୍‌ ୧ ତାରିଖ ପରିବର୍ତ୍ତେ ୨ ତାରିଖରେ ଭବାନୀପାଟଣାରେ ଆୟୋଜିତ ହେବାକୁ ଥିବା ସାଧାରଣ ସଭାରେ ଯୋଗଦେବେ।” […]

modi

modi

Manoranjan Sial
  • Published: Wednesday, 27 March 2019
  • Updated: 27 March 2019, 06:49 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଆଜି ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର।

ସେ କହିଛନ୍ତି-“ଏପ୍ରିଲ ୧ ତାରିଖରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସି କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ଏକ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ଥିଲା। ତେବେ ଏଥିରେ ପରିବର୍ତ୍ତନ କରାଯାଇଛି। ପ୍ରଧାନମନ୍ତ୍ରୀ ଏପ୍ରିଲ୍‌ ୧ ତାରିଖ ପରିବର୍ତ୍ତେ ୨ ତାରିଖରେ ଭବାନୀପାଟଣାରେ ଆୟୋଜିତ ହେବାକୁ ଥିବା ସାଧାରଣ ସଭାରେ ଯୋଗଦେବେ।”

ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମାର୍ଚ୍ଚ ୨୯ ତାରିଖରେ ଓଡ଼ିଶା ଆସିବେ। ଏହି ଗସ୍ତ ବେଳେ ସେ କୋରାପୁଟ ଜିଲ୍ଲା ଜୟପୁରରେ ଅୟୋଜିତ ହେବାକୁ ଥିବା ସାଧାରଣ ସଭାରେ ଉଦ୍‌ବୋଧନ ଦେବେ।

ପୀତାମ୍ବର ଆହୁରି କହିଛନ୍ତି-“ଏପ୍ରିଲ ୧ତାରିଖରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଦିନ ୧୧ଟା ବେଳେ ପାରଳାଖେମୁଣ୍ଡିରେ ପହଞ୍ଚି ଏକ ସଭାରେ ଯୋଗଦେବେ। ତା’ ପରେ ସେ ଉମରକୋଟରେ ହେବାକୁ ଥିବା ଏକ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story