ରଜ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣପର୍ବ ରଜର ଅବସରରେ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟ୍ୱିଟ୍‌ କରି ଓଡ଼ିଶାବାସୀଙ୍କୁ ଏହି ଶୁଭେଚ୍ଛା ଜଣାଇଛନ୍ତି।

ସେ ଲେଖିଛନ୍ତି,“ଏହି ଉତ୍ସବ ସମାଜରେ ଆନନ୍ଦ, ଉତ୍ସାହ ଓ ଉଲ୍ଲାସ ଭରିଦେଉ।”