ତଦନ୍ତ ନିର୍ଦ୍ଦେଶ ଦେଲେ କେନ୍ଦ୍ର ମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ରାଜଭବନ ନିକଟରେ ଥିବା ପେଟ୍ରୋଲ ପମ୍ପରେ ଆଜି ଭୟଙ୍କର ବିସ୍ଫୋରଣ ଘଟିଛି। ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ବିଭାଗ ସଚିବଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଆଜି ପେଟ୍ରୋଲ ପମ୍ପରେ ଘଟିଥିବା ଭୟଙ୍କର ବିସ୍ଫୋରଣରେ ୮ରୁ ଅଧିକ ଲୋକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଭିତରୁ ୨ ଜଣଙ୍କ […]

dharmendra-88888888888888

dharmendra-88888888888888

Manoranjan Sial
  • Published: Wednesday, 07 October 2020
  • Updated: 07 October 2020, 04:50 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ରାଜଭବନ ନିକଟରେ ଥିବା ପେଟ୍ରୋଲ ପମ୍ପରେ ଆଜି ଭୟଙ୍କର ବିସ୍ଫୋରଣ ଘଟିଛି। ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ବିଭାଗ ସଚିବଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଆଜି ପେଟ୍ରୋଲ ପମ୍ପରେ ଘଟିଥିବା ଭୟଙ୍କର ବିସ୍ଫୋରଣରେ ୮ରୁ ଅଧିକ ଲୋକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଭିତରୁ ୨ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ କଟକ ଏସ୍‌ସିବି ମେଡିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଛି।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ମୁତାବକ, ପେଟ୍ରୋଲ୍‌ ପମ୍ପକୁ ପେଟ୍ରୋଲ୍‌ ପକାଇବାକୁ ଯାଇଥିଲି। ଧାଡ଼ିରେ ଛିଡ଼ା ହୋଇଥିଲୁ। ହଠାତ ପେଟ୍ରୋଲ ପମ୍ପ ଥରିବାକୁ ଆରମ୍ଭ କରିଥିଲା। କିଛି ବୁଝିବା ପୂର୍ବରୁ ହଠାତ ପ୍ରଚଣ୍ଡ ଶବ୍ଦ କରି ବିସ୍ଫୋରଣ ହୋଇଥିଲା। ଚାରିଆଡ଼ ଅନ୍ଧାର ହୋଇଗଲା। ଯିଏ ଯୁଆଡ଼େ ପାରିଲା ଦୌଡ଼ି ପଳାଇଗଲା। ସେଇଠି ଗାଡ଼ି ଛାଡ଼ି ଆମେ ପଳାଇ ଆସିଛୁ। ଭଗବାନ ଆମକୁ ବଞ୍ଚାଇ ଦେଇଛନ୍ତି ବୋଲି କହିଲେ କେତେକ ପ୍ରତ୍ୟକ୍ଷଦର୍ଶୀ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story