ଭୁବନେଶ୍ୱର: କେଉଁ ଆଧାରରେ ବିବାଦୀୟ ପୋଲାଭରମ୍ ପ୍ରକଳ୍ପର ନିର୍ମାଣ କାମ ଆଗକୁ ବଢ଼ାଇବାକୁ ଆନ୍ଧ୍ର ପ୍ରଦେଶକୁ କେନ୍ଦ୍ର ସରକାର ଅନୁମତି ଦେଲେ। ସେ ନେଇ କେନ୍ଦ୍ରଠାରୁ ତଥ୍ୟ ସଂଗ୍ରହ କରିବେ ଓଡ଼ିଶା ସରକାର। ଏହାପରେ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ ବୋଲି ଜଳ ସଂପଦ ସଚିବ କହିଛନ୍ତି। ଆବଶ୍ୟକ ସ୍ଥଳେ ଏହି ତଥ୍ୟକୁ ସୁପ୍ରିମକୋର୍ଟରେ ଉପସ୍ଥାନ କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ଓଡ଼ିଶାକୁ ନ ଜଣାଇ କେନ୍ଦ୍ର ପରିବେଶ ଓ ଜଙ୍ଗଲ ମନ୍ତ୍ରାଳୟ, ନିକଟରେ ପୋଲାଭରମ୍ ପ୍ରକଳ୍ପ ଉପରେ ଥିବା କାମବନ୍ଦ ନିର୍ଦ୍ଦେଶକୁ ବର୍ଷକ ଲାଗି ହଟାଇ ଦେଇଛନ୍ତି। ପ୍ରକଳ୍ପ ଲାଗି ଓଡ଼ିଶା ଓ ଛତିଶଗଡ଼ରେ ବାଧ୍ୟତାମୂଳକ ଜନଶୁଣାଣି ସରିନି। ଏଭଳି ସ୍ଥିତିରେ କେନ୍ଦ୍ରର ନିଷ୍ପତ୍ତି ପୁଣି ବିବାଦ ସୃଷ୍ଟି କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍ ସଂଖ୍ୟା
୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ। ବନ୍ଦ ରହିଥିବା ମିଶନ ଶକ୍ତି କାଫେକୁ ମଧ୍ୟ ଏସଏଚଜି ମହିଳାଙ୍କୁ ହସ୍ତାନ୍ତର କରି ଚାଲୁ କରାଯିବ। ରୋଗୀ କଲ୍ୟାଣ ସମିତି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି।
Weather
ଆସୁଛି ଆଉ ଏକ ଲଘୁଚାପ!
କୁହୁଡି ନେତା ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ବରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।
Miscellaneous
ପୁଅ ଜନ୍ମ ଦିନକୁ ଖାସ କରିବାକୁ ପ୍ରୟାସ, ଆୟୋଜନ କଲେ ରକ୍ତଦାନ ଶିବିର
ସବୁ ବାପାମା’ ନିଜ ପିଲାଙ୍କ ଜନ୍ମ ଦିନକୁ ଧୁମଧାମରେ ପାଳନ କରିଥାନ୍ତି। ଏଥିପାଇଁ କିଏ ବଡ଼ ପାର୍ଟିର ଆୟୋଜନ କରିଥାଏ ତ କିଏ ବନ୍ଧୁବାନ୍ଧବଙ୍କୁ ଭୋଜି ଭାତରେ ଆପାୟିତ କରି ଖୁସି ହୋଇଥାଏ।
Crime
୬ ମାସ ଶିଶୁପୁତ୍ରର ସନ୍ଦେହଜନକ ମୃତ୍ୟୁ; ବାପାମା’ ହତ୍ୟା କରିଥିବା ଅଭିଯୋଗ
ଶିଶୁଟିକୁ ତାର ବାପାମା’ ହତ୍ୟା କରିଥିବା ଅଭିଯୋଗ ଆଣି ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ।
Crime
କେରଳରୁ ବନ୍ଧା ହେଲେ ଅଭିଯୁକ୍ତ, ବର୍ଷେ ତଳେ ପତ୍ନୀଙ୍କୁ ହାଣି ଫେରାର ହୋଇଥିଲେ
ବର୍ଷେ ତଳେ ବ୍ରହ୍ମପୁର ସହରରେ ଅତି ନିର୍ମମ ଭାବେ ପତ୍ନୀଙ୍କୁ ହତ୍ୟା କରିଥିଲେ। ଏହାପରେ ଫେରାର ହୋଇ ଯାଇଥିଲେ ଅଭିଯୁକ୍ତ। ମାତ୍ର ବର୍ଷେ ପରେ ପୁଲିସ୍ ଜାଲରେ ପଡ଼ିଛନ୍ତି ଅଭିଯୁକ୍ତ।