ଭୁବନେଶ୍ୱର:ପୋଲାଭରମ୍ ପ୍ରକଳ୍ପ ନେଇ ଆଲୋଚନା କରିବାକୁ ଆଜି କେନ୍ଦ୍ର ଜଳ ସଂପଦ ମନ୍ତ୍ରଣାଳୟର ଜଣେ ଅତିରିକ୍ତ ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପ୍ରକଳ୍ପ ବାବଦରେ ପ୍ରେଜଣ୍ଟେସନ୍ ଦେବେ। ଏହି ସୂଚନା ଦେଇଛନ୍ତି ସାଂସଦ ତଥାଗତ ଶତପଥୀ। ପୂର୍ବରୁ ପୋଲାଭରମ୍ ବ୍ୟାରେଜର ଉଚ୍ଚତା କମ୍ କରିବା ନେଇ ଓଡ଼ିଶା ଏବଂ ତେଲେଙ୍ଗ।ନାର ସାଂସଦ କେନ୍ଦ୍ର ଜଳସଂପଦ ମନ୍ତ୍ରୀ ଉମା ଭାରତୀଙ୍କୁ ଭେଟିଥିଲେ। ରାଜ୍ୟର ଦାବି ଅନୁସାରେ ଆଲୋଚନା ପାଇଁ କେନ୍ଦ୍ର ଜଣେ ଅତିରିକ୍ତ ସଚିବଙ୍କୁ ପଠାଇଥିବା ତଥାଗତ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଭିଜିଲାନ୍ସ ଜାଲରେ ଡେପୁଟି ଜେନେରାଲ୍ ମ୍ୟାନେଜର୍; ୪ଟି ସ୍ଥାନରେ ଚଢ଼ାଉ
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।