ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂଜା ଚାନ୍ଦା ମାଗି ଫସିଗଲେ। ଯୋର ଜବରଦସ୍ତ ପୂଜା ଚାନ୍ଦା ମାଗିବା ଅଭିଯୋଗରେ ୧୩ ଜଣ ବନ୍ଧା ହେଲେ। ଭୁବନେଶ୍ୱର, ଢେଙ୍କାନାଳ, ସୁନ୍ଦରଗଡ଼, ରାୟଗଡ଼ାରେ ଏନେଇ ୫ ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି। ପୂଜା ଚାନ୍ଦା ମାଗିବା ଅଭିଯୋଗରେ ଏସବୁ ଅଞ୍ଚଳରୁ ୫ ଜଣଙ୍କୁ ଗିରଫ କରାଯାଇଛି।
ପାର୍ବଣରେ ବେଆଇନ ଚାନ୍ଦା ଉପରେ ରୋକ୍ ଲଗାଇବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଯୋର ଜବରଦସ୍ତ ଚାନ୍ଦା ଆଦାୟ ନେଇ କଟକଣା ଜାରି କରିଥିଲା କମିଶନେରେଟ୍ ପୁଲିସ୍।
ଏମିତିକି ଯୋର ଜବରଦସ୍ତ ଚାନ୍ଦା ଆଦାୟ ଅଭିଯୋଗ ଆସିଲେ ସମ୍ପୃକ୍ତ ଅଭିଯୁକ୍ତକୁ ଗିରଫ କରାଯିବ ବୋଲି ଚେତାବନୀ ଦିଆଯାଥିଲା। ମୁଖ୍ୟତ ଚାନ୍ଦା ଆଦାୟକାରୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଚାଷ ଉଜାଡ଼ି ଦେଲା ଅଦିନିଆ ବର୍ଷା, ଜୀବନ ହାରିଲେ ଚାଷୀ
ଦୈତାରୀଙ୍କର ନିଜର କିଛି ବିଲ ନ ଥିବା ବେଳେ ସେ ଭାଗ ଚାଷ କରିଥାନ୍ତି। ଚଳିତ ବର୍ଷ ଚାଷ କରିବା ନିମନ୍ତେ ସେ ବହୁ ଟଙ୍କା଼ ଲୋନ୍ ବି କରିଥିଲେ।
Events & Festivals
ନୂଆ ବର୍ଷରେ ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର, ଜଗିବେ ୬୦ ପ୍ଲାଟୁନ୍ ଫୋର୍ସ
ଡିସେମ୍ବର ୩୧ ତାରିଖଠୁ ନୂଆବର୍ଷ ପର୍ଯ୍ୟନ୍ତ ପ୍ରବଳ ଭିଡ଼ ଆଶଙ୍କାରେ ପୁରୀରେ ଟ୍ରାଫିକ୍ କଟକଣା ଜାରି କରାଯାଇଛି ।
Miscellaneous
ଲୋକଙ୍କ ପାଇଁ ଆସିଥିଲା, ରାସ୍ତାକଡ଼ରୁ ମିଳିଲା ପୁଳା ପୁଳା ମେଡିସିନ
ଲୋକଙ୍କୁ ବିନା ଖର୍ଚ୍ଚରେ ରୋଗ କବଳରୁ ମୁକୁଳାଇବାକୁ ସରକାର ପାଣି ପରି ଟଙ୍କା ଖର୍ଚ୍ଚ କରୁଛନ୍ତି । ମାତ୍ର ଏହି ମେଡିସିନ ଲୋକେ ଖାଇବା ବଦଳରେ ରାସ୍ତା କଡ଼ରେ ଫୋପଡ଼ା ଯାଉଛି।
Crime
ତୋରଣ ପୋତାକୁ ନେଇ ବିଜେପି- ବିଜେଡି ମୁହାଁମୁହିଁ, ୧୬୩ ଧାରା ଲାଗୁ
ନୂଆବର୍ଷ ତୋରଣ ପୋତାକୁ ନେଇ ବିବାଦ। ବିବାଦ ଉଗ୍ର ରୂପ ନେବାରୁ ଦେଖାଦେଲା ଉତ୍ତେଜନା ଓ ଛକାପଞ୍ଝା। ବିଜେଡି ଓ ବିଜେପି କର୍ମୀ ମୁହାଁମୁହିଁ ହେବା ପରେ ଜାରି ହେଲା ଧାରା ୧୬୩।
Crime
ରାତିରେ କଥା କଟାକଟି, ସକାଳୁ ରେଳ ଧାରଣାରୁ ମିଳିଲା ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ସ୍ୱାମୀଙ୍କ ସହ କଥା କଟାକଟି ଅତିଷ୍ଠ କଲା। ତେଣୁ ଘର ସଂସାରର ମୋହ ବି ତୁଛ ଲାଗିଲା। ଏପରି ସମୟରେ ବଞ୍ଚିବାଠୁ ମରିବାକୁ ଶ୍ରେୟକର ଭାବି ରାତି ଅଧରେ ଘର ଛାଡ଼ିଲେ ମହିଳା।