ବୀରମିତ୍ରପୁର (ରାକେଶ ସାହୁ): କରୋନା ପାଇଁ ସାରା ଦେଶ ଲକ୍ଡାଉନ୍ରେ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲା ନୂଆଗାଁ ବ୍ଲକ୍ରେ ଘର ନିର୍ମାଣ କାମ କରି ଜଣେ ଠିକାଦାର ଗିରଫ ହୋଇଛନ୍ତି। ତାଙ୍କ ନାଁ ଅବଦୁଲ ସାମନ ଅନସାରୀ।
ସୂଚନା ଅନୁଯାୟୀ, ଗତକାଲି ରାତି ପ୍ରାୟ ୯ଟା ବେଳେ ନୂଆଗାଁ ଅଞ୍ଚଳର ଗୋଆଲା ଖଟାଲ ବସ୍ତିରେ ରହୁଥିବା ଦେବରାଜ ସାହୁଙ୍କ ଘର ଛାତର ଢଳେଇ କାର୍ଯ୍ୟ ଚାଲିଥିଲା। ଆଉ ଏହି କାମ ଠିକାଦାର ଅବଦୁଲ ସାମଦ ଅନସାରୀ କରାଉଥିଲେ। ସେ ୪୦ ଜଣ ଶ୍ରମିକଙ୍କୁ ନେଇ ଢଳେଇ କାମ କରୁଥିଲେ। ଏହା ଦେଖି ସ୍ଥାନୀୟ ଅଞ୍ଚଳର ଶତାଧିକ ଲୋକ ସେଠାରେ ପହଞ୍ଚି ବିରୋଧ କରିଥିଲେ। ପରେ ଖବର ପାଇ ହାତୀବାରି ପୁଲିସ୍ ସେଠାରେ ପହଞ୍ଚି କାମ ବନ୍ଦ କରିଥିଲା। ପୁଲିସ୍ ଅନସାରୀଙ୍କୁ ଗିରଫ କରିବା ସହିତ ଢଳେଇ କାର୍ଯ୍ୟରେ ବ୍ୟବହୃତ ସାମଗ୍ରୀ ସମେତ ମିକ୍ସଚର ମେସିନକୁ ଜବତ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...