ଆସିକା(ମନୋଜ ମୁନୀ): ବନ୍ଦ ଘରୁ ଗଞ୍ଜେଇ ଜବତ। ଏଥିସହ ଗଞ୍ଜେଇ ମେସିନ୍ ଜବତ କରିଛି ପୁଲିସ। ଏହି ମାମଲାରେ ପୁଲିସ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି।
ଗଞ୍ଜାମ ଜିଲ୍ଲା ଜିଲ୍ଲା ସାନଖେମୁଣ୍ଡି ବ୍ଲକ୍ ପାଟପୁର ଥାନା ଅନ୍ତର୍ଗତ ଖପରାଗଣ୍ଡ ଗାଁରେ ଏକ ଘରେ ଚଢ଼ଉ କରି ୩୧୫୬ କେଜି କଞ୍ଜେଇ ଜବତ କରିଛି ପୁଲିସ। ଏଥିସହ ଗଞ୍ଜେଇ ପ୍ୟାକିଙ୍ଗ ମେସିନ୍ ମଧ୍ୟ ଜବତ କରିଛି। ଏହି ମାମଲାରେ ପୁଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ହୋଇଥିବା ଯୁବକ ଜଣଙ୍କ ହେଲେ ଉକ୍ତ ଗାଁର ସନ୍ତୋଷ ମଲ୍ଲିକ। ପୁଲିସ ତାକୁ କୋର୍ଟ ଚାଲାଣ କରିଛି। ଏନେଇ ଆସିକା ଏସ୍ଡିପିଓ ଉମା ସଙ୍କର ସିଂହ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରଧାନମନ୍ତ୍ରୀ ମୋଦି କରିବେନି ରୋଡ୍ ଶୋ’, ରିପୋର୍ଟ କାର୍ଡ ଦେବେ ମୋହନ ସରକାର
ସ୍ୱାଧୀନତା ପରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ ଆୟୋଜନ ହେଉଛି । ସମ୍ମିଳନୀର ଦ୍ୱିତୀୟ ଦିନ ଅର୍ଥାତ୍ ନଭେମ୍ବର ୩୦ତାରିଖରେ ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗ ଦେଇ ଡିସେମ୍ବର ୧ରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।
Jobs
ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ନିଯୁକ୍ତ ହୋଇପାରନ୍ତି ମହିଳା
୮୨୬ ଜଣ ଆଗ୍ନିକ ଓ ୧୧୫ ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ।
Crime
ପୁଲିସ୍ ଓ ଓକିଲ କହି ଟଙ୍କା ଆଦାୟ କରୁଥିଲେ ଦୁଇ ଯୁବକ
ଅଭିଯୋଗ ଅନୁସାରେ ଦୁଇ ଧ୍ରୁତ ହେଉଛନ୍ତି ନୟାଗଡ ଜିଲ୍ଲା ସରୋଡା ଗାଁର କାର୍ତ୍ତିକ ରାଉତରାୟ ଓ ଏକାନ ପାଣି। ଏମାନେ କୁଆଡେ ଜାନୁଆରୀ ୨୩ ତାରିଖରେ ଚାଲାଣଗୁଡା ସରପଞ୍ଚ ଇରମା ମାଢ଼ିଙ୍କୁ ଫୋନ୍ କରିଥିଲେ।
Politics
ନିର୍ବାଚନ ପୂର୍ବରୁ ବିଜେଡି ସରକାର ବାଣ୍ଟିଥିଲେ ୨୫୨କୋଟି ଟଙ୍କାର ଝୋଟବ୍ୟାଗ
ରାଜ୍ୟବାସୀ ବିଜେଡି ସରକାରକୁ ବାଏବାଏ କରି ବିଜେପି ସରକାରକୁ କ୍ଷମତାସୀନ କରିବା ପରେ ଏହି ତଥ୍ୟ ପଦାକୁ ଆସିଛି ।
Miscellaneous
ଯୁଦ୍ଧଭୂମିର ଭ୍ରମ; ପୁରୀରେ ଘୁଁ ଘୁଁ ଗର୍ଜନ କରୁଛନ୍ତି ଯୁଦ୍ଧ ଟ୍ୟାଙ୍କ
ବାହ୍ୟ ଶତ୍ରୁ ଆକ୍ରମଣର ମୁକାବିଲା ସହ ପରାକ୍ରମ ଦେଖାଇବାକୁ କେତେ ସଜାଗ ଭାରତୀୟ ନୌସେନା, ସେନେଇ ପ୍ରଦର୍ଶିତ ହେବ ଦୁଃସାହସିକ ରଣକୌଶଳ।