ଗୁଜବ ପ୍ରଚାର କରୁଥିଲେ, ବନ୍ଧା ହେଲେ

ଅନୁଗୋଳ(ବିରଜା ଦାସ): କରୋନାକୁ ନେଇ ଗୁଜବ ପ୍ରଚାର କରିବା ଅଭିଯୋଗରେ ଅନୁଗୋଳ କୋଲିୟରୀ ପୁଲିସ୍‌ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୋଗ ଅନୁଯାୟୀ, ନୂଆଁହତା ଗାଁର ଜଣେ ଯୁବକଙ୍କର କରୋନାରେ ମୃତ୍ୟୁ ହୋଇଥିବା ନେଇ ଗିରଫ ଯୁବକ ଜଣକ ନିଜ ଫେସବୁକ୍ ଆକାଉଣ୍ଟରେ ପୋଷ୍ଟ୍ କରିଥିଲେ। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଥିଲା। ତେବେ ଏହା ଗୁଜବ ବୋଲି ଜଣାପଡ଼ିଥିଲା। ଏହି ଘଟଣାକୁ ନେଇ ଥାନାରେ ଏତଲା ହେବା ପରେ ସମ୍ପୃକ୍ତ […]

angul-1--1

angul-1--1

Niharika Rout
  • Published: Wednesday, 18 March 2020
  • Updated: 18 March 2020, 12:11 PM IST

Sports

Latest News

ଅନୁଗୋଳ(ବିରଜା ଦାସ): କରୋନାକୁ ନେଇ ଗୁଜବ ପ୍ରଚାର କରିବା ଅଭିଯୋଗରେ ଅନୁଗୋଳ କୋଲିୟରୀ ପୁଲିସ୍‌ ଜଣେ ଯୁବକଙ୍କୁ ଗିରଫ କରିଛି।

ଅଭିଯୋଗ ଅନୁଯାୟୀ, ନୂଆଁହତା ଗାଁର ଜଣେ ଯୁବକଙ୍କର କରୋନାରେ ମୃତ୍ୟୁ ହୋଇଥିବା ନେଇ ଗିରଫ ଯୁବକ ଜଣକ ନିଜ ଫେସବୁକ୍ ଆକାଉଣ୍ଟରେ ପୋଷ୍ଟ୍ କରିଥିଲେ। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଥିଲା। ତେବେ ଏହା ଗୁଜବ ବୋଲି ଜଣାପଡ଼ିଥିଲା।

ଏହି ଘଟଣାକୁ ନେଇ ଥାନାରେ ଏତଲା ହେବା ପରେ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରାଯାଇଥିବା ଉତ୍ତର-କେନ୍ଦ୍ରାଞ୍ଚଳ IG ନରସିଂହ ଭୋଳ ସୂଚନା ଦେଇଛନ୍ତି। ଏହାସହ ଆଗାମୀ ଦିନରେ ଏଭଳି କାର୍ଯ୍ୟରୁ ନିବୃତ ରହିବା ସହ ଗୁଜବ ପ୍ରଚାର ନ କରିବାକୁ IG ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story