ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ପୁଲିସ୍ ବାବୁ

ଅନୁଗୋଳ(ବିରଜା ପ୍ରସାଦ ଦାଶ): ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଅନୁଗୋଳ ଜିଲ୍ଲା ଟାପଢ଼ୋଲ ଫାଣ୍ଡି ଏଏସ୍‌ଆଇ ଗଜେନ୍ଦ୍ର ବେହେରା। ଏକ ମାମଲାରେ ଦଫା କମ୍‌ କରିବା ପାଇଁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିଥିଲା। ଏହାପରେ ତାଙ୍କୁ ଅନୁଗୋଳ ଦୁର୍ନୀତି ନିବାରଣ ବିଭାଗ କାର୍ଯ୍ୟାଳୟକୁ ଅଣାଯାଇଛି। ସେଠାରେ ତାଙ୍କୁ ଜେରା କରାଯାଉଛି। ସୂଚନାଯୋଗ୍ୟ, କନ୍ତପଡ଼ା ଗାଁର ଜଗନ୍ନାଥ ବେହେରା ଓ ତାଙ୍କ ପୁଅଙ୍କ ନାଁରେ ଏକ […]

police,,,,,,,,,,,,,,,,,,

police,,,,,,,,,,,,,,,,,,

Tapaswini Nayak
  • Published: Friday, 28 June 2019
  • Updated: 28 June 2019, 02:06 PM IST

Sports

Latest News

ଅନୁଗୋଳ(ବିରଜା ପ୍ରସାଦ ଦାଶ): ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଅନୁଗୋଳ ଜିଲ୍ଲା ଟାପଢ଼ୋଲ ଫାଣ୍ଡି ଏଏସ୍‌ଆଇ ଗଜେନ୍ଦ୍ର ବେହେରା। ଏକ ମାମଲାରେ ଦଫା କମ୍‌ କରିବା ପାଇଁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିଥିଲା। ଏହାପରେ ତାଙ୍କୁ ଅନୁଗୋଳ ଦୁର୍ନୀତି ନିବାରଣ ବିଭାଗ କାର୍ଯ୍ୟାଳୟକୁ ଅଣାଯାଇଛି। ସେଠାରେ ତାଙ୍କୁ ଜେରା କରାଯାଉଛି।

ସୂଚନାଯୋଗ୍ୟ, କନ୍ତପଡ଼ା ଗାଁର ଜଗନ୍ନାଥ ବେହେରା ଓ ତାଙ୍କ ପୁଅଙ୍କ ନାଁରେ ଏକ ମାରପିଟ୍‌ ମାମଲା ଥିଲା। ଏହି ମାମଲାରେ କମ୍‌ ଦଫା ଲଗାଇବା ପାଇଁ ଓ ଜଗନ୍ନାଥଙ୍କ ପୁଅର ନାମକୁ ମାମଲାରୁ ବାଦ୍‌ ଦେବା ପାଇଁ ଏଏସ୍‌ଆଇ ଗଜେନ୍ଦ୍ର ବେହେରା ପାଞ୍ଚ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଜଗନ୍ନାଥ ଭିଜିଲାନ୍ସ ବିଭାଗରେ ଅଭିଯୋଗ କରିଥିଲେ।

ଯୋଜନା ମୁତାବକ ଆଜି ସକାଳ ପ୍ରାୟ ସାଢ଼େ ୯ଟା ବେଳେ ଗଜେନ୍ଦ୍ର ଫାଣ୍ଡିରେ ଲାଞ୍ଚ ନେଉଥିବା ସମୟରେ ପୂର୍ବରୁ ପ୍ରସ୍ତୁତ ଥିବା ଅନୁଗୋଳ ଓ କଟକ ଭିଜିଲାନ୍ସର ସ୍ୱତନ୍ତ୍ର ଟିମ୍‌ ତାଙ୍କୁ ଧରିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story