ଭିଜିଲାନ୍ସ ଜାଲରେ ପଡ଼ିଗଲେ ପୁଲିସ୍‌ ବାବୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭିଜିଲାନ୍ସ ଜାଲରେ ପଡ଼ିଗଲେ ପୁଲିସ୍‌ ବାବୁ । ଲାଞ୍ଚ ନେଉ ନେଉ ଧରା ପଡ଼ିଗଲେ କମିଶନରେଟ୍ ପୁଲିସ୍‌ ଏଏସ୍ଆଇ । ବାବୁଜଣକ ହେଉଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଏସଏସଆଇ ରବି ସାହୁ । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଧରିଛି ଭିଜିଲାନ୍ସ ଟିମ୍ । ସୂଚନା ଅନୁଯାୟୀ, ଜଣେ ଖାଦ୍ୟ ବ୍ୟବସାୟୀଙ୍କୁ ମିଛ କେଶରେ ଫସାଇବାର ଧମକ ଦେଇ ସେ ୫ ହଜାର ଟଙ୍କା ଲାଞ୍ଚ ମାଗୁଥିଲେ। ଏନେଇ ତାଙ୍କ […]

vigilance-trap

vigilance-trap

Niharika Rout
  • Published: Saturday, 05 February 2022
  • Updated: 05 February 2022, 10:42 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭିଜିଲାନ୍ସ ଜାଲରେ ପଡ଼ିଗଲେ ପୁଲିସ୍‌ ବାବୁ । ଲାଞ୍ଚ ନେଉ ନେଉ ଧରା ପଡ଼ିଗଲେ କମିଶନରେଟ୍ ପୁଲିସ୍‌ ଏଏସ୍ଆଇ । ବାବୁଜଣକ ହେଉଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଏସଏସଆଇ ରବି ସାହୁ । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଧରିଛି ଭିଜିଲାନ୍ସ ଟିମ୍ ।

ସୂଚନା ଅନୁଯାୟୀ, ଜଣେ ଖାଦ୍ୟ ବ୍ୟବସାୟୀଙ୍କୁ ମିଛ କେଶରେ ଫସାଇବାର ଧମକ ଦେଇ ସେ ୫ ହଜାର ଟଙ୍କା ଲାଞ୍ଚ ମାଗୁଥିଲେ। ଏନେଇ ତାଙ୍କ ନାଁରେ ଭିଜିଲାନ୍ସରେ ଅଭିଯୋଗ ହୋଇଥିଲା । ଏହାପରେ ଭିଜିଲାନ୍ସ ପକ୍ଷରୁ ତାଙ୍କ ଉପରେ ନଜର ରଖାଯାଇଥିଲା।

ଏହାପରେ ଭିଜିଲାନ୍ସ ଟିମ୍ ତାଙ୍କୁ ଗତକାଲି ର଼େଡ୍ ହ୍ୟାଣ୍ଡ ଧରିବା ସହ ୫ ହଜାର ଟଙ୍କା ଜବତ କରିଥିଲା । ଅଭିଯୁକ୍ତ ରବି ସାହୁଙ୍କ ନାଁରେ ଏକ କେସ୍ ରୁଜୁ ହେବା ସହ ମାମଲା ସମ୍ପର୍କରେ ଅଧିକ ତଦନ୍ତ ଜାରି ରହିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story