ଦୋଷ ନ କରି ଦଣ୍ଡ: ଭୁଲ ସ୍ୱୀକାର କଲେ ପୁଲିସ କମିଶନର

କଟକ(ଓଡ଼ିଶା ରିପୋର୍ଟର): ଅଭିଯୁକ୍ତ ନ ହୋଇ ବି ଜଣେ ବ୍ୟକ୍ତି ଗିରଫ ହେବା ଓ ପରେ ଜେଲ ଯିବା ଘଟଣାରେ ଭୁଲ ସ୍ୱୀକାର କରିଛନ୍ତି ପୁଲିସ କମିଶନର। ଘଟଣାର ତଦନ୍ତ ପରେ ପୁଲିସ କମିଶନର ସତ୍ୟଜିତ ମହାନ୍ତି କହିଛନ୍ତି,“ ଏ ଘଟଣାରେ ଉଭୟ ଅଭିଯୁକ୍ତ ଓ ଗିରଫ ହୋଇଥିବା ବ୍ୟକ୍ତିଙ୍କ ଠିକଣା ଓ ବାପାଙ୍କ ନାଁ ସମାନ ଥିବାରୁ ତଦନ୍ତକାରୀ ଅଧିକାରୀ ତ୍ରୁଟି କରିଥିଲେ। ତେବେ ଏଥିପାଇଁ ତଦନ୍ତକାରୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ସୁପାରିସ ହେବ। […]

666777777

666777777

Tapaswini Nayak
  • Published: Saturday, 23 March 2019
  • Updated: 23 March 2019, 05:33 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ଅଭିଯୁକ୍ତ ନ ହୋଇ ବି ଜଣେ ବ୍ୟକ୍ତି ଗିରଫ ହେବା ଓ ପରେ ଜେଲ ଯିବା ଘଟଣାରେ ଭୁଲ ସ୍ୱୀକାର କରିଛନ୍ତି ପୁଲିସ କମିଶନର। ଘଟଣାର ତଦନ୍ତ ପରେ ପୁଲିସ କମିଶନର ସତ୍ୟଜିତ ମହାନ୍ତି କହିଛନ୍ତି,“ ଏ ଘଟଣାରେ ଉଭୟ ଅଭିଯୁକ୍ତ ଓ ଗିରଫ ହୋଇଥିବା ବ୍ୟକ୍ତିଙ୍କ ଠିକଣା ଓ ବାପାଙ୍କ ନାଁ ସମାନ ଥିବାରୁ ତଦନ୍ତକାରୀ ଅଧିକାରୀ ତ୍ରୁଟି କରିଥିଲେ। ତେବେ ଏଥିପାଇଁ ତଦନ୍ତକାରୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ସୁପାରିସ ହେବ। ଭୁଲରେ ଗିରଫ ହୋଇଥିବା ବ୍ୟକ୍ତିଙ୍କୁ ଖଲାସ କରିବାକୁ କୋର୍ଟରେ ଆବେଦନ କରାଯିବ।”

ଗତ ୧୧ ତାରିଖରେ ଏକ ରାହାଜାନୀ ମାମଲାରେ ପୁରୁଣା ଓ୍ୱାରେଣ୍ଟିକୁ ଧରିବାକୁ ଯାଇ କଟକ ଲାଲବାଗ ପୁଲିସ ଚାନ୍ଦିନିଚୌକ ଅଞ୍ଚଳର ଚନ୍ଦନ ମହାରଣାଙ୍କ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଥିଲା। ତେବେ ଚନ୍ଦନଙ୍କୁ ବିନା କାରଣରେ ପୁଲିସ ଗିରଫ କରିଥିବା ଦର୍ଶାଇ ପରିବାର ଲୋକେ ପୁଲିସରେ ଅଭିଯୋଗ କରିବା ପରେ ଡିସିପି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story