ବରଗଡ଼(ଦୀପକ ଶର୍ମା): କରୋନା ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରାକରଙ୍କ ପକ୍ଷରୁ ବିଭିନ୍ନ ସଚେତନତାଧର୍ମୀ କାର୍ଯ୍ୟକ୍ରମ କରାଯାଉଛି। ବ୍ୟାନର, ପୋଷ୍ଟର, ଗୀତ ଓ ବିଜ୍ଞାପନ ମାଧ୍ୟରେ ସଚେତନତା ସୃଷ୍ଟି କରାଯାଉଛି। ଘରେ ରଖିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଉଛି। ଏହାସହିତ ସାମଜିକ ଦୂରତ୍ୱ ରଖିବାକୁ ମଧ୍ୟ କୁହାଯାଉଛି।
ତେବେ କରୋନା ନେଇ ବରଗଡ଼ ପୁଲିସ ପକ୍ଷରୁ ଗୀତରେ ଗୀତରେ ସଚେତନତା ବାର୍ତ୍ତା ଦିଆଯାଇଛି। ପ୍ରଥମେ ଅତିରିକ୍ତି ଏସ୍ପି ଅମରେନ୍ଦ୍ର ରଣା କରୋନା ସମ୍ପର୍କରେ ସଚେତନତା ଗୀତକୁ ଉପଦେଶ ମାଧ୍ୟମରେ ମାନି ଗ୍ରହଣ କରିବାକୁ ନିବେଦନ କରିଛନ୍ତି। ଏହାପରେ ହିନ୍ଦୀ ଏବଂ ସମ୍ୱଲପୁରୀ ଭାଷାର ଦୁଇଟି ଗୀତକୁ ଟ୍ରାଫିକ କନଷ୍ଟେବଳ ବୃନ୍ଦାବତୀ ସାହୁ ଗାଇଛନ୍ତି।
ଏହି ଗୀତକୁ ବରଗଡ଼ ସହରରେ ଥିବା ଆର.ଆର୍ ଷ୍ଟୁଡ଼ିଓଠାରେ ରେକଡିଂ କରାଯାଇଥିଲା। ଏହି ଗୀତ ଦ୍ୱୟ ବେଶ୍ ଲୋକପ୍ରିୟ ହେବାରେ ଲାଗିଛି। ଏଥିସହ ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...