କରୋନାରେ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ହେଲେ ମିଳିବ ୫୦ ଲକ୍ଷ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାରେ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ହେଲେ ୫୦ ଲକ୍ଷ ଅନୁକମ୍ପା। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହିପରିପ୍ରେକ୍ଷୀରେ CMOକୁ ଟ୍ୱିଟ୍‌ କରି କୃତଜ୍ଞତା ଜଣାଇଛନ୍ତି ପୋଲିସ ଡିଜି ଅଭୟ। ସେହିପରି ପୁଲିସକୁ ଫ୍ରଣ୍ଟଲାଇନ କରୋନ ୱାର୍କର ଘୋଷଣା କରାଯାଥିବାରୁ ସେ ମଧ୍ୟ କୃତଜ୍ଞତା ଜଣାଇଛନ୍ତି। ପୂର୍ବରୁ କୋଭିଡ୍-୧୯ ଚିକିତ୍ସାରେ ନିୟୋଜିତ ଥିବା ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀଙ୍କର ମୃତ୍ୟୁ ହେଲେ ୫୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଥିଲେ ନବୀନ। ରାଜ୍ୟ […]

900

900

Tapas Behera
  • Published: Monday, 27 April 2020
  • Updated: 27 April 2020, 10:06 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାରେ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ହେଲେ ୫୦ ଲକ୍ଷ ଅନୁକମ୍ପା। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହିପରିପ୍ରେକ୍ଷୀରେ CMOକୁ ଟ୍ୱିଟ୍‌ କରି କୃତଜ୍ଞତା ଜଣାଇଛନ୍ତି ପୋଲିସ ଡିଜି ଅଭୟ। ସେହିପରି ପୁଲିସକୁ ଫ୍ରଣ୍ଟଲାଇନ କରୋନ ୱାର୍କର ଘୋଷଣା କରାଯାଥିବାରୁ ସେ ମଧ୍ୟ କୃତଜ୍ଞତା ଜଣାଇଛନ୍ତି।

ପୂର୍ବରୁ କୋଭିଡ୍-୧୯ ଚିକିତ୍ସାରେ ନିୟୋଜିତ ଥିବା ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀଙ୍କର ମୃତ୍ୟୁ ହେଲେ ୫୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଥିଲେ ନବୀନ। ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାରଙ୍କ ସମନ୍ୱୟରେ କାର୍ଯ୍ୟକାରୀ ହେବାକୁ ଥିବା ଏହି ପଦକ୍ଷେପ ଉଭୟ ସରକାରୀ ଓ ଘରୋଇ ଡାକ୍ତର ଏବଂ ସ୍ୱାସ୍ଥ୍ୟ କର୍ମୀଙ୍କ କ୍ଷେତ୍ରରେ ଲାଗୁ ହେବ ବୋଲି କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story