ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାରେ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ହେଲେ ୫୦ ଲକ୍ଷ ଅନୁକମ୍ପା। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହିପରିପ୍ରେକ୍ଷୀରେ CMOକୁ ଟ୍ୱିଟ୍ କରି କୃତଜ୍ଞତା ଜଣାଇଛନ୍ତି ପୋଲିସ ଡିଜି ଅଭୟ। ସେହିପରି ପୁଲିସକୁ ଫ୍ରଣ୍ଟଲାଇନ କରୋନ ୱାର୍କର ଘୋଷଣା କରାଯାଥିବାରୁ ସେ ମଧ୍ୟ କୃତଜ୍ଞତା ଜଣାଇଛନ୍ତି।
ପୂର୍ବରୁ କୋଭିଡ୍-୧୯ ଚିକିତ୍ସାରେ ନିୟୋଜିତ ଥିବା ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀଙ୍କର ମୃତ୍ୟୁ ହେଲେ ୫୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଥିଲେ ନବୀନ। ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାରଙ୍କ ସମନ୍ୱୟରେ କାର୍ଯ୍ୟକାରୀ ହେବାକୁ ଥିବା ଏହି ପଦକ୍ଷେପ ଉଭୟ ସରକାରୀ ଓ ଘରୋଇ ଡାକ୍ତର ଏବଂ ସ୍ୱାସ୍ଥ୍ୟ କର୍ମୀଙ୍କ କ୍ଷେତ୍ରରେ ଲାଗୁ ହେବ ବୋଲି କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।