୧୭୦୯ ପୁଲିସ୍‌ଙ୍କୁ ମିଳିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନକ୍ସଲ ପ୍ରଭାବିତ ଜିଲ୍ଲାରେ କାର୍ଯ୍ୟରତ ପୁଲିସ୍‌ଙ୍କୁ ସମ୍ମାନିତ କରିବ ରାଜ୍ୟ ପୁଲିସ୍‌ । ଦୁଇ ବର୍ଷ ଧରି ନକ୍ସଲ ପ୍ରଭାବିତ ଅଞ୍ଚଳରେ ନିଷ୍ଠାପର ଭାବେ କାର୍ଯ୍ୟ କରିଥିବା ୧୭୦୯ ଜଣ ପୁଲିସ୍‌  କର୍ମଚାରୀ ଓ ଅଧିକାରୀଙ୍କୁ ‘ଆନ୍ତରିକ ସୁରକ୍ଷା ସେବା ପଦକ’ ପ୍ରଦାନ କରାଯିବ । ଏନେଇ ରାଜ୍ୟ ପୁଲିସ୍‌ ମହାନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି । ଗୃହ ମନ୍ତ୍ରାଳୟ ପକ୍ଷରୁ ଏହି ପଦକ ବ୍ୟବସ୍ଥା ଆରମ୍ଭ କରାଯାଇଥିଲା। ଏହାସହ ପଦକ ପ୍ରଦାନ ଲାଗି ପୁଲିସ୍‌ […]

police

police

Niharika Rout
  • Published: Friday, 25 September 2020
  • Updated: 25 September 2020, 07:53 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନକ୍ସଲ ପ୍ରଭାବିତ ଜିଲ୍ଲାରେ କାର୍ଯ୍ୟରତ ପୁଲିସ୍‌ଙ୍କୁ ସମ୍ମାନିତ କରିବ ରାଜ୍ୟ ପୁଲିସ୍‌ । ଦୁଇ ବର୍ଷ ଧରି ନକ୍ସଲ ପ୍ରଭାବିତ ଅଞ୍ଚଳରେ ନିଷ୍ଠାପର ଭାବେ କାର୍ଯ୍ୟ କରିଥିବା ୧୭୦୯ ଜଣ ପୁଲିସ୍‌  କର୍ମଚାରୀ ଓ ଅଧିକାରୀଙ୍କୁ ‘ଆନ୍ତରିକ ସୁରକ୍ଷା ସେବା ପଦକ’ ପ୍ରଦାନ କରାଯିବ । ଏନେଇ ରାଜ୍ୟ ପୁଲିସ୍‌ ମହାନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି ।

ଗୃହ ମନ୍ତ୍ରାଳୟ ପକ୍ଷରୁ ଏହି ପଦକ ବ୍ୟବସ୍ଥା ଆରମ୍ଭ କରାଯାଇଥିଲା। ଏହାସହ ପଦକ ପ୍ରଦାନ ଲାଗି ପୁଲିସ୍‌ ମହାନିର୍ଦ୍ଦେଶକଙ୍କୁ କ୍ଷମତା ପ୍ରଦାନ କରାଯାଇଥିଲା । ଏନେଇ ଟୁଇଟ କରିବା ସହ ପଦକ ପାଇବାକୁ ଥିବା ସମସ୍ତ କର୍ମଚାରୀ ଓ ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଡିଜିପି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story