ବିରୋଧ ସତ୍ତ୍ୱେ ଭଙ୍ଗା ହେଉଛି ରଙ୍ଗଶାଳା

ଯାଜପୁର(ଗୁଲାମ ଗସ୍‌ ): ଯାଜପୁର ଜିଲ୍ଲା ଧର୍ମଶାଳା ହରିଦାସପୁରର ବହୁ ଚର୍ଚ୍ଚିତ ରଙ୍ଗଶାଳା ଉଚ୍ଛେଦ ପ୍ରକ୍ରିୟା ଆଜି ଆରମ୍ଭ ହୋଇଛି। । ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳ ମୃତ୍ୟୁ ମାମଲାର ମୁଖ୍ୟ ଅଭିଯୁକ୍ତ ରୂପେଶ ଭଦ୍ରଙ୍କ ଗେଷ୍ଟ ହାଉସକୁ ଉଚ୍ଛେଦ  ଆରମ୍ଭ ହେବା ପୂର୍ବରୁ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି । ହରିଦାସପୁର ସରପଞ୍ଚ  ଓ ତାଙ୍କ ସମର୍ଥକ ପହଞ୍ଚି ଘର ଭଙ୍ଗାକୁ ବିରୋଧ କରିବାରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଛି । ଏଥିପାଇଁ ଘଟଣାସ୍ଥଳରେ ୪ ମାଜିଷ୍ଟ୍ରେଟ […]

jajpur-1--1

jajpur-1--1

Niharika Rout
  • Published: Friday, 07 February 2020
  • Updated: 07 February 2020, 02:36 PM IST

Sports

Latest News

ଯାଜପୁର(ଗୁଲାମ ଗସ୍‌ ): ଯାଜପୁର ଜିଲ୍ଲା ଧର୍ମଶାଳା ହରିଦାସପୁରର ବହୁ ଚର୍ଚ୍ଚିତ ରଙ୍ଗଶାଳା ଉଚ୍ଛେଦ ପ୍ରକ୍ରିୟା ଆଜି ଆରମ୍ଭ ହୋଇଛି। ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳ ମୃତ୍ୟୁ ମାମଲାର ମୁଖ୍ୟ ଅଭିଯୁକ୍ତ ରୂପେଶ ଭଦ୍ରଙ୍କ ଗେଷ୍ଟ ହାଉସକୁ ଉଚ୍ଛେଦ  ଆରମ୍ଭ ହେବା ପୂର୍ବରୁ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି । ହରିଦାସପୁର ସରପଞ୍ଚ  ଓ ତାଙ୍କ ସମର୍ଥକ ପହଞ୍ଚି ଘର ଭଙ୍ଗାକୁ ବିରୋଧ କରିବାରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଛି । ଏଥିପାଇଁ ଘଟଣାସ୍ଥଳରେ ୪ ମାଜିଷ୍ଟ୍ରେଟ ଓ ୧ ପ୍ଲାଟୁନ ପୁଲିସ୍‌ ଫୋର୍ସ ମୁତୟନ କରାଯାଇଛି । ଏହି ରଙ୍ଗଶାଳାଟି ସରକାରୀ ଜମିରେ ଗଢି ଉଠିଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି । 

 ଆଉ ସପ୍ତାହ ପରେ ସ୍ମିତାରାଣୀଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାକୁ ୩ ମାସ ପୁରିବାକୁ ଯାଉଛି । ହେଲେ ବାଲିଗିରିଠାରେ ଥିବା ବିବାଦୀୟ ଗେଷ୍ଟ ହାଉସକୁ ନେଇ ପୁଣି ଚର୍ଚ୍ଚା ଆରମ୍ଭ ହୋଇଯାଇଛି । ସ୍ମିତାରାଣୀ ମୃତ୍ୟୁ ଘଟଣାରେ ହରିଦାସପୁର ସରପଞ୍ଚଙ୍କ ସ୍ୱାମୀ ରୂପେଶ ଭଦ୍ର ଏବେ ଜେଲ୍‌ରେ ଅଛନ୍ତି । ଏହି ରଙ୍ଗଶାଳାରୁ ସନ୍ଦେହଜନକ ଅବସ୍ଥାରେ ସ୍ମିତାରାଣୀଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା । ଏହି ଘଟଣାକୁ ନେଇ ରାଜନୈତିକ ତୁମ୍ବିତୋଫାନ ସହ ରାଜରାସ୍ତାକୁ ଓହ୍ଲାଇଥିଲେ ସାଧାରଣ ଜନତା।  

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story